ବିପିୟୁଟି ସେମିଷ୍ଟାର ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୟଙ୍କର ସାମୁଦ୍ରିକ ଝଡ଼ ‘ଫୋନି’ ବାତ୍ୟାରେ ରାଜ୍ୟର ବିଭିନ୍ନ ଅଞ୍ଚଳ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତେଣୁ ବିପିୟୁଟି ପକ୍ଷରୁ ସେମିଷ୍ଟାର ପରୀକ୍ଷା ସ୍ଥଗିତ ରଖାଯାଇଛି। ଆସନ୍ତା ୮, ୯, ୧୦, ଓ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ଗୁଡ଼ିକୁ ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ଗୁଡ଼ିକୁ ପରବର୍ତ୍ତୀ ସମୟରେ କରାଯିବ। ଏନେଇ ଖୁବ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିପିୟୁଟି ପକ୍ଷରୁ ସୂଚନା ଦିଆଯାଇଛି।

exam

Jitendra Garnayak
  • Published: Sunday, 05 May 2019
  • , Updated: 05 May 2019, 10:33 AM IST

Related story