ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ବାଚସ୍ପତି ନିର୍ବାଚିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର ଆଜି ବିଧାନସଭା ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାମ ପ୍ରସ୍ତାବ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସମର୍ଥନ କରିଥିଲେ। ତା’ପରେ ବାଚନିକ ଭୋଟ୍‌ରେ ତାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଥିଲା। ଏହା ସହିତ ସେ ବିଧାନସଭାର ୨୨ତମ ବାଚସ୍ପତି ହୋଇଛନ୍ତି। ତେବେ ବାଚସ୍ପତି ନିର୍ବାଚନ ବେଳେ ବିଜେପି ସଦସ୍ୟମାନେ ଗୃହରେ ଅନୁପସ୍ଥିତ ଥିଲେ। ଏଥରକୁ ମିଶାଇ […]

suryapatra

suryapatra

Jitendra Garnayak
  • Published: Saturday, 01 June 2019
  • Updated: 01 June 2019, 11:46 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର ଆଜି ବିଧାନସଭା ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାମ ପ୍ରସ୍ତାବ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସମର୍ଥନ କରିଥିଲେ। ତା’ପରେ ବାଚନିକ ଭୋଟ୍‌ରେ ତାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଥିଲା। ଏହା ସହିତ ସେ ବିଧାନସଭାର ୨୨ତମ ବାଚସ୍ପତି ହୋଇଛନ୍ତି। ତେବେ ବାଚସ୍ପତି ନିର୍ବାଚନ ବେଳେ ବିଜେପି ସଦସ୍ୟମାନେ ଗୃହରେ ଅନୁପସ୍ଥିତ ଥିଲେ।

ଏଥରକୁ ମିଶାଇ ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାକୁ ମୋଟ ୭ ଥର ନିର୍ବାଚିତ ହୋଇଛନ୍ତି। ସେ ମୋହନାରୁ ୪ ଥର ଏବଂ ଦିଗପହଣ୍ଡିରୁ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ଏଥର ସେ ଦିଗପହଣ୍ଡିରୁ ନିର୍ବାଚନ ଲଢ଼ିଥିଲେ। ସେ ବିଜୁ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଅନେକ ଥର ମନ୍ତ୍ରୀ ମଧ୍ୟ ରହି ଥିଲେ।

୧୯୭୭ ମସିହାରେ ବ୍ରହ୍ମପୁର ମ୍ୟୁନିସିପାଲିଟିର କାଉନସିଲର ଭାବେ ନିଜର ରାଜନୀତିକ କ୍ୟାରିୟର ଆରମ୍ଭ କରିଥିବା ଶ୍ରୀ ପାତ୍ର ୧୯୯୦ ମସିହାରେ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତା’ପରଠୁ ସେ କ୍ରମାଗତ ବିଧାନସଭାକୁ ନିର୍ବାଚିତ ହୋଇ ଆସୁଛନ୍ତି। ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିବା ଶ୍ରୀ ପାତ୍ର ୧୯୯୦ରେ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିବା ପରେ ୨୦୦୦ ମସିହାରୁ ନବୀନଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଥିଲେ। ତେବେ ୨୦୧୯ ମସିହାରେ ନିର୍ବାଚିତ ହେବାପରେ ତାଙ୍କୁ ବିଜେଡି ପକ୍ଷରୁ ବାଚସ୍ପତି ହେବା ପାଇଁ ପ୍ରସ୍ତାବ ଦିଆଯାଇଥିଲା, ଯାହାକୁ ସେ ସ୍ୱୀକାର କରିଥିଲେ।

ଓଡ଼ିଶା ବିଧାନସଭା ଇତିହାସରେ ନନ୍ଦକିଶୋର ମିଶ୍ର ଓ ପ୍ରଦୀପ କୁମାର ଅମାତ୍ ସର୍ବାଧିକ ୭ବର୍ଷ (୨ଥରରେ) ଓ ପ୍ରସନ୍ନ କୁମାର ଦାଶ ୬ବର୍ଷ ବାଚସ୍ପତି ଭାବେ କାର୍ଯ୍ୟ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story