ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ୪ଟି ସ୍ଥାନରେ ଚାଲିଛି ରେଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପୁଣି ଥରେ ପଡ଼ିଲେ ସରକାରୀ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର  ବରିଷ୍ଠ କିରାଣି ସଂଯୁକ୍ତା ଦାଶଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସଂଯୁକ୍ତା ଦାଶଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଛି । ଜଗତସିଂହପୁର କାର୍ଯ୍ୟାଳୟ, ସାତପୁରାରେ ଥିବା ଘର, ଜଗତସିଂହପୁର ଟାଉନରେ ୨ ମହଲା ଘର, କଟକରେ […]

vigilance

vigilance

Niharika Rout
  • Published: Wednesday, 02 December 2020
  • Updated: 02 December 2020, 10:37 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପୁଣି ଥରେ ପଡ଼ିଲେ ସରକାରୀ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର  ବରିଷ୍ଠ କିରାଣି ସଂଯୁକ୍ତା ଦାଶଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ ହୋଇଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସଂଯୁକ୍ତା ଦାଶଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଛି । ଜଗତସିଂହପୁର କାର୍ଯ୍ୟାଳୟ, ସାତପୁରାରେ ଥିବା ଘର, ଜଗତସିଂହପୁର ଟାଉନରେ ୨ ମହଲା ଘର, କଟକରେ ଥିବା ଫ୍ଲାଟ ଘରେ ବି ରେଡ୍ ହୋଇଛି। ଭିଜିଲାନ୍ସ ଟିମ୍ କିଛି ଦସ୍ତାବିଜ୍, ବ୍ୟାଙ୍କ ଆକାଉଣ୍ଟ ସମ୍ପର୍କିତ ତଥ୍ୟ, ଫ୍ଲାଇଟ ଟିକେଟ ସଂଗ୍ରହ କରି ତଦନ୍ତ ଜାରି ରଖିଥିବା ଭିଜିଲାନ୍ସ ଇନ୍ସପେକ୍ଟର କହିଛନ୍ତି।  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story