ଯଶୋବନ୍ତ ଜେଠୱାଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୪ ବ୍ୟାଚ୍ ଆଇପିଏସ୍ ଯଶୋବନ୍ତ ଜେଠୱାଙ୍କୁ ଅତିରିକ୍ତ ପୁଲିସ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଶ୍ରୀ ଜେଠୱା ଏବେ ଏସପିଜି ଆଇଜି ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପ୍ରୋଫର୍ମା ପଦୋନ୍ନତି ମିଳିଛି। ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି ହୋଇଛି। ଶ୍ରୀ ଜେଠୱାଙ୍କୁ ମିଶାଇ ଓଡ଼ିଶା କ୍ୟଡରର ମୋଟ ୨୨ଜଣ ଆଇପିଏସ୍ ଏବେ ଅତିରିକ୍ତ ଡିଜି ପାହ୍ୟାରେ କାର୍ଯ୍ୟ କରୁଛନ୍ତି।

jethwa1

jethwa1

Jitendra Garnayak
  • Published: Saturday, 13 July 2019
  • Updated: 13 July 2019, 10:22 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story