ଆଇଜି ପାହ୍ୟା ଅଫିସର ଡିଏସ୍ କୁଟ୍ଟେ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯୯୭ ବ୍ୟାଚ୍ ଆଇପିଏସ୍ ତଥା ଆଇଜି ପାହ୍ୟାର ଅଫିସର ଡିଏସ୍ କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ପଦୋନ୍ନତି ମିଳିଛି। ଶ୍ରୀ କୁଟ୍ଟେ ଏବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଓଏସଡି(ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ କାର୍ଯ୍ୟ କରୁଛନ୍ତି। ଶ୍ରୀ କୁଟ୍ଟେଙ୍କ ପଦୋନ୍ନତି ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏବେ ସ୍ୱତନ୍ତ୍ର ସଚିବ ପାହ୍ୟାର ଅଫିସରଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦିଲ୍ଲୀପ କୁମାର ମହାନ୍ତି(ଅବସରପ୍ରାପ୍ତ) ଏବେ ସ୍ୱତନ୍ତ୍ର ସଚିବ ପାହ୍ୟାରେ କାର୍ଯ୍ୟରତ ଥିବାବେଳେ […]

Senior-IPS-officer-Dhirendra-Sambhaji-Kutey-posted-as-special-secretary-to-Chief-Minister-Naveen-Patnaik

Manoranjan Sial
  • Published: Wednesday, 23 October 2019
  • Updated: 23 October 2019, 08:24 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯୯୭ ବ୍ୟାଚ୍ ଆଇପିଏସ୍ ତଥା ଆଇଜି ପାହ୍ୟାର ଅଫିସର ଡିଏସ୍ କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ପଦୋନ୍ନତି ମିଳିଛି। ଶ୍ରୀ କୁଟ୍ଟେ ଏବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଓଏସଡି(ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ କାର୍ଯ୍ୟ କରୁଛନ୍ତି। ଶ୍ରୀ କୁଟ୍ଟେଙ୍କ ପଦୋନ୍ନତି ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏବେ ସ୍ୱତନ୍ତ୍ର ସଚିବ ପାହ୍ୟାର ଅଫିସରଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦିଲ୍ଲୀପ କୁମାର ମହାନ୍ତି(ଅବସରପ୍ରାପ୍ତ) ଏବେ ସ୍ୱତନ୍ତ୍ର ସଚିବ ପାହ୍ୟାରେ କାର୍ଯ୍ୟରତ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ରାଜନୀତିକ ପରାମର୍ଶଦାତା ଗୋପବନ୍ଧୁ ଦାସ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ସ୍ୱତନ୍ତ୍ର ସଚିବ ପାହ୍ୟାର ସୁବିଧା ହାସଲ କରୁଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ସଚିବ ପାହ୍ୟାରେ ରୂପାରୋଶନ ସାହୁ, ପ୍ରଦୀପ୍ତ କୁମାର ମହାପାତ୍ର ଓ ରୀତାରାଣୀ ମହାପାତ୍ର କାର୍ଯ୍ୟରତ ଥିବାବେଳେ ଯୁଗ୍ମ ସଚିବ ଭାବେ ଆଦିତ୍ୟ ମହାପାତ୍ର ଓ ଉପସଚିବ ଭାବେ ମନୋଜ କୁମାର ସ୍ୱାଇଁ ଓ ବିଷ୍ଣୁପ୍ରସାଦ ମିଶ୍ର କାର୍ଯ୍ୟ କରୁଛନ୍ତି।
ଏମାନଙ୍କ ବ୍ୟତୀତ ଅବସରପ୍ରାପ୍ତ ଆଇଏଏସ୍ ଆର.ବାଲକ୍ରିଷ୍ଣନ୍ ଏବେ ମୁଖ୍ୟ ସଚିବ ପାହ୍ୟାର ସୁବିଧା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଥିବାବେଳେ ଆଇଏଏସ୍ ଭିକେ ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କମିଶନର ପାହ୍ୟାରେ କାର୍ଯ୍ୟରତ ଅଛନ୍ତି।
ସୂଚନାଯୋଗ୍ୟ, ଆଇପିଏସ୍ ଶ୍ରୀ କୁଟ୍ଟେ ୨୦୧୭ ଏପ୍ରିଲ ମାସରେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଶ୍ରୀ ପାଣ୍ଡିଆନଙ୍କ ପରେ ଶ୍ରୀ କୁଟ୍ଟେ ସବୁଠୁ ଅଧିକ ପ୍ରଭାବଶାଳୀ ବୋଲି ଚର୍ଚ୍ଚା ହୁଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story