ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତିଭୂଷଣ ମିଶ୍ରଙ୍କୁ କଟକ ଆରଡିସି କାର୍ଯ୍ୟାଳୟରେ ଅତିରିକ୍ତ ବନ୍ଦୋବସ୍ତ କମିଶନର ଭାବେ ବଦଳି କରାଯାଇଛି । ସେହିପରି ଗଜପତି ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ(ଡିଆରଡିଏ) ମହେଶ୍ୱର ଚନ୍ଦ୍ର ନାଏକଙ୍କୁ ମାଲକାନଗିରି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଥିବାବେଳେ ବରିଷ୍ଠ ଓଏଏସ୍ ରୋମାଞ୍ଚଳ ଖମାରୀଙ୍କୁ ଗଜପତି ଜିଲ୍ଲା ଡିଆରଡିଏ […]

odisha-secretariat

odisha-secretariat

Ordigital Desk
  • Published: Thursday, 30 June 2022
  • Updated: 30 June 2022, 09:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତିଭୂଷଣ ମିଶ୍ରଙ୍କୁ କଟକ ଆରଡିସି କାର୍ଯ୍ୟାଳୟରେ ଅତିରିକ୍ତ ବନ୍ଦୋବସ୍ତ କମିଶନର ଭାବେ ବଦଳି କରାଯାଇଛି ।

ସେହିପରି ଗଜପତି ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ(ଡିଆରଡିଏ) ମହେଶ୍ୱର ଚନ୍ଦ୍ର ନାଏକଙ୍କୁ ମାଲକାନଗିରି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଥିବାବେଳେ ବରିଷ୍ଠ ଓଏଏସ୍ ରୋମାଞ୍ଚଳ ଖମାରୀଙ୍କୁ ଗଜପତି ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି କେନ୍ଦୁଝର ଡେପୁଟି ଜିଲ୍ଲାପାଳ ସୋନା ଟୁଡ଼ୁଙ୍କୁ କେନ୍ଦୁଝର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ଆନନ୍ଦପୁର ଉପଜିଲ୍ଲାପାଳ ଗୋପିନାଥ କୁଅଁରଙ୍କୁ ଯାଜପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ଓଏଏସ୍ ଅନୀଲ କୁମାର ସେଠୀଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ, ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଉପସଚିବ, ପ୍ରଭାତ କୁମାର ସାହୁଙ୍କୁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନଙ୍କ ସଚିବ ଭାବେ ବଦଳି ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story