ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଏକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ ଅଫିସର ମୁରଲୀଧର ମଲ୍ଲିକଙ୍କୁ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବାବେଳେ ଶୁଭକାନ୍ତ ମିଶ୍ରଙ୍କୁ ବୋର୍ଡ ଅଫ ରେଭନ୍ୟୁର ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟରେ ଅତିରିକ୍ତ କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍ ଜୟନ୍ତ ଷଡ଼ଙ୍ଗୀଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ […]

secretariat-odisha

secretariat-odisha

Manoranjan Sial
  • Published: Thursday, 08 August 2019
  • Updated: 08 August 2019, 10:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଏକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ ଅଫିସର ମୁରଲୀଧର ମଲ୍ଲିକଙ୍କୁ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବାବେଳେ ଶୁଭକାନ୍ତ ମିଶ୍ରଙ୍କୁ ବୋର୍ଡ ଅଫ ରେଭନ୍ୟୁର ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟରେ ଅତିରିକ୍ତ କମିଶନର ଭାବେ ଅବସ୍ଥାପିତ କରାଯାଇଛି।

ସେହିପରି ବରିଷ୍ଠ ଓଏଏସ୍ ଜୟନ୍ତ ଷଡ଼ଙ୍ଗୀଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇ ଓଡ଼ିଆ ବିଶ୍ୱବିଦ୍ୟାଳୟର ଓଏସଡି ରୂପେ ନିଯୁକ୍ତି ଦିଆଯାଇଛି। ସେହିପରି ମିର୍ଦ୍ଧା ଟପୋଙ୍କୁ ବରଗଡ଼ର ଅତିରିକ୍ତ ଜିଲ୍ଲାପାଳ, ବିନୟ କୁମାର ଦାଶଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ(ଆରଆଣ୍ଡଆର), ଅନାମ ଚରଣ ପାତ୍ରଙ୍କୁ ଗଞ୍ଜାମ ଆରଆଇସି ଜେନେରାଲ ମ୍ୟାନେଜର, ସୂର୍ଯ୍ୟମାଧବ ପାଣିଗ୍ରାହୀଙ୍କୁ ବ୍ରହ୍ମପୁରସ୍ଥିତ ଗଞ୍ଜାମ-କୋରାପୁଟ ପ୍ରମୁଖ ବନ୍ଦୋବସ୍ତ କାର୍ଯ୍ୟାଳୟରେ ଅତିରିକ୍ତ କମିଶନର, ବ୍ରହ୍ମାନନ୍ଦ ବେହେରାଙ୍କୁ ରାଜସ୍ୱ ପର୍ଷଦ କାର୍ଯ୍ୟାଳୟର ଯୁଗ୍ମ ସଚିବ, ପ୍ରଦୀପ କୁମାର ସାହୁଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ, ଅଞ୍ଜାଲିନା ପ୍ରଧାନଙ୍କୁ ବୁର୍ଲା ବଡ଼ ମେଡିକାଲର ପ୍ରଶାସନିକ ଅଧିକାରୀ, ବସନ୍ତ କୁମାର ହୋତାଙ୍କୁ ଗୃହ ବିଭାଗର ଉପସଚିବ ଏବଂ ସୁମିତା ସିଂହଙ୍କୁ କଟକସ୍ଥିତ ଶିଶୁଭବନର ପ୍ରଶାସନିକ ଅଫିସର ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story