Advertisment

ବରିଷ୍ଠ ଓଏଏସ୍‌ ସ୍ତରରେ ବଦଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଛୋଟଧରଣର ବଦଳି କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍ ବାଳମୁକୁନ୍ଦ ଭୂରାଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ବରିଷ୍ଠ ଓଏଏସ୍ ତଥା ସୁନ୍ଦରଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ […]

ଅଦ୍ୟତନ ହୋଇଛି
ଡାକ୍ତର ସ୍ନେହଲତା ସାହୁ ଖାଦ୍ୟ ନିରାପତ୍ତା ନିର୍ଦ୍ଦେଶକ

loka

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଛୋଟଧରଣର ବଦଳି କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍ ବାଳମୁକୁନ୍ଦ ଭୂରାଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।

Advertisment

ସେହିପରି ବରିଷ୍ଠ ଓଏଏସ୍ ତଥା ସୁନ୍ଦରଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭୈରବ ସିଂ ପଟେଲଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି ।

ସେହିପରି ନବରଙ୍ଗପୁର ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍ ରତ୍ନାକର ସାହୁଙ୍କୁ ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ବଦଳି କରାଯାଇଛି ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe