୨୭ରେ ଭର୍ଚୁଆଲ ସମ୍ମିଳନୀ, ଯୋଗ ଦେବେ ବରିଷ୍ଠ ପୁଲିସ୍‌ ଅଧିକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୭ ତାରିଖରେ ରାଜ୍ୟର ବରିଷ୍ଠ ପୁଲିସ୍ ଅଧିକାରୀଙ୍କ ଭର୍ଚୁଆଲ ସମ୍ମିଳନୀ ଅନୁଷ୍ଠିତ ହେବ। ସମ୍ମିଳନୀକୁ ଉଦ୍‌ବୋଧନ୍ ଦେବେ CDS ବିପିନ୍ ରାୱତ।  ଆସନ୍ତା ୩୦ ତାରିଖ ଯାଏଁ ଏହି ସମ୍ମିଳନୀ ଚାଲିବ। ଓଡ଼ିଶା ପୁଲିସ୍‌, ଏସ୍‌ପି, କମାଣ୍ଡାଣ୍ଟ ଆଦି ବରିଷ୍ଠ ଅଧିକାରୀ ପ୍ରମୁଖ ଏହି ଅବସରରେ ଉପସ୍ଥିତ ରହିବେ। ରାଜ୍ୟ ଆଇନ ଶୃଙ୍ଖଳା ADG ୱାଇ. କେ ଜେଠୱାଙ୍କ ସୂଚନା ମୁତାବକ ଏହି ଭର୍ଚୁଆଲ ବୈଠକରେ ଆଇନ ଶୃଙ୍ଖଳା, ମାଓ ମୁକାବିଲା ଉପରେ […]

bipin

bipin

Niharika Rout
  • Published: Friday, 25 December 2020
  • Updated: 25 December 2020, 02:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୭ ତାରିଖରେ ରାଜ୍ୟର ବରିଷ୍ଠ ପୁଲିସ୍ ଅଧିକାରୀଙ୍କ ଭର୍ଚୁଆଲ ସମ୍ମିଳନୀ ଅନୁଷ୍ଠିତ ହେବ। ସମ୍ମିଳନୀକୁ ଉଦ୍‌ବୋଧନ୍ ଦେବେ CDS ବିପିନ୍ ରାୱତ।  ଆସନ୍ତା ୩୦ ତାରିଖ ଯାଏଁ ଏହି ସମ୍ମିଳନୀ ଚାଲିବ।

ଓଡ଼ିଶା ପୁଲିସ୍‌, ଏସ୍‌ପି, କମାଣ୍ଡାଣ୍ଟ ଆଦି ବରିଷ୍ଠ ଅଧିକାରୀ ପ୍ରମୁଖ ଏହି ଅବସରରେ ଉପସ୍ଥିତ ରହିବେ। ରାଜ୍ୟ ଆଇନ ଶୃଙ୍ଖଳା ADG ୱାଇ. କେ ଜେଠୱାଙ୍କ ସୂଚନା ମୁତାବକ ଏହି ଭର୍ଚୁଆଲ ବୈଠକରେ ଆଇନ ଶୃଙ୍ଖଳା, ମାଓ ମୁକାବିଲା ଉପରେ ହେବ ଆଲୋଚନା। ଇଣ୍ଟରପୋଲ୍ ନିର୍ଦ୍ଦେଶକ ଏମ୍ଏମ୍ ଓବରାୟ ଏହି ସମ୍ମିଳନୀରେ ବକ୍ତବ୍ୟ ରଖିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story