ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ ଏସ୍ସିବି ମେଡିକାଲ୍ ଆସିବେ ଜଗା ଓ କାଳିଆ। ଦିଲ୍ଲୀ ଏମ୍ସରୁ କଟକ ସ୍ଥାନାନ୍ତର ପାଇଁ ହୋଇଛି ନିଷ୍ପତ୍ତି। ଖୁବ୍ ଶୀଘ୍ର ସ୍ଥାନାନ୍ତରିତ ହେବ ବୋଲି କହିଲେ କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ।
ଜଗା ଓ କାଳିଆଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର ପାଇଁ ଯୋଜନା ଥିଲା। ମାତ୍ର କର୍ତ୍ତୃପକ୍ଷ ଜଗା ଓ କାଳିଆଙ୍କୁ ରଖିବାକୁ ରାଜି ନୁହଁନ୍ତି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ସେଥିପାଇଁ କଟକ ଏସ୍ସିବି ନିଆଯିବ।
ଦୀର୍ଘ ୨ ବର୍ଷ ହେଲା ଦିଲ୍ଲୀ ଏମ୍ସରେ ଅଛନ୍ତି ଜଗା ଓ କାଳିଆ। ଦିଲ୍ଲୀରୁ ଭୁବନେଶଶ୍ୱର ଆସିବାକୁ ଉଚ୍ଛନ୍ନ ହେଉଛନ୍ତି ଜଗା ଓ କାଳିଆଙ୍କ ବାପା ମା। କିଛି ଦିନ ତଳେ ଜଗା ଓ କାଳିଆଙ୍କ ବାପା ଭୂୟାଁ କହଁର କହିଥିଲେ ଯେ, ଜଗା ସୁସ୍ଥ ହୋଇଗଲାଣି। ଡାକ୍ତରଙ୍କ କହିବା ଅନୁଯାୟୀ, କାଳିଆକୁ ସୁସ୍ଥ ହେବା ପାଇଁ ସମୟ ଲାଗିବ। ତେଣୁ ତାକୁ ଓଡ଼ିଶା ନେଇଯିବାକୁ ଡାକ୍ତର ପରାମର୍ଶ ଦେଉଛନ୍ତି। ହେଲେ ରାଜ୍ୟ ସରକାର ଆମକୁ (ଓଡ଼ିଶା) ନେବାର ନାଁ ଧରୁନାହାନ୍ତି। ଆଜି କାଲି କହି ଦିନ ଗଡ଼ାଇ ଚାଲିଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଧାୟକ ଥିଲେ, ସର୍କିଟ୍ ହାଉସ୍ରେ ଜଳିଗଲା ଦୁଇ ଗାଡ଼ି
ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ। କାର୍ଯ୍ୟକ୍ରମ ପରେ ସେ ଫୁଲବାଣୀ ସର୍କିଟ୍ ହାଉସ୍ରେ ରାତ୍ରୀ ଯାପନ କରିଥିଲେ। ସର୍କିଟ୍ ହାଉସ୍ କ୍ୟାମ୍ପସରେ ନିଜର ଇନୋଭା ଗାଡ଼ି ରଖି ବିଶ୍ରାମ ନେଇଥିଲେ।
Politics
ମୁହଁ ଖୋଲିଲେ ବିଜେଡି ନେତ୍ରୀ ପୁଷ୍ପାଞ୍ଜଳି; କହିଲେ- ମୁଁ ଯଦି ନିଜ ରକ୍ଷା କରିପାରିନଥାନ୍ତି, ତାହାହେଲେ ମୋ’ ଶାଢୀ ଖୋଲି ଯାଇଥାଆନ୍ତା
ଶଙ୍ଖ ଭବନରେ ଘଟିଥିବର ମାଡ଼ ଘଟଣାକୁ ନେଇ ଭୁବନେଶ୍ୱର ଜୋନ ମହିଳା ବିଜେଡି କାର୍ଯ୍ୟକାରୀ ସଭାନେତ୍ରୀ ପୁଷ୍ପାଞ୍ଜଳି ରଣା କହିଛନ୍ତି, ମୁଁ ଆଗେ ପ୍ରଥମେ ମାଡ଼ ମାରିନି। ଯାହା ଭିଡ଼ିଓରେ ଦେଖାଯାଉଛି, ତାହା ପୂର୍ବରୁ ନିଶ୍ଚିତ କିଛି ଘଟିଥିବ। ଗତ ୨୦ ବର୍ଷ ହେଲା ଜଣେ ମହିଳା ଯଦି ପାଟି ଫିଟାଇନଥିଲା, ଆଜି କାହିଁକି ଫିଟାଇଲା?
Accident
ବିଲ ମଝିରେ ଜଳିଗଲେ ଚାଷୀ
ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।
Crime
ARIଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ARI ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।
Crime
ଧୂର୍ତ୍ତ ASI: ଗ୍ରାମରକ୍ଷୀଙ୍କୁ ଫସାଇ ଭିଜିଲାନ୍ସ ପଞ୍ଝାରୁ ମାରିଲେ ଚମ୍ପଟ
ଭିଜିଲାନ୍ସ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ଅଟକ ରଖିବା ସହ ASIଙ୍କୁ ଖୋଜୁଛି ଭିଜିଲାନ୍ସ।