କାର୍‌ ସହ ଧକ୍କା ହେବା ପରେ ୬ଟି ଅଟୋକୁ ପିଟିଲା ଟ୍ରକ

ବାଲୁଗାଁ(ଶକ୍ତି ପ୍ରସାଦ ମହାପାତ୍ର): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥର ନାଭାଲ ଛକଠାରେ ଏକ ମର୍ମନ୍ତୁଦ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ଦିନ ପ୍ରାୟ ୧୦ଟା ବେଳେ ଏକ ଟ୍ରକ୍‌ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଏକ କାର୍‌ ଯାଉଥିଲା। ମାତ୍ର ନାଭାଲ ଛକ ନିକଟରେ ଉଭୟ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। […]

accident

accident

Jyoshna Pradhan
  • Published: Monday, 20 April 2020
  • Updated: 20 April 2020, 12:19 PM IST

Sports

Latest News

ବାଲୁଗାଁ(ଶକ୍ତି ପ୍ରସାଦ ମହାପାତ୍ର): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥର ନାଭାଲ ଛକଠାରେ ଏକ ମର୍ମନ୍ତୁଦ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ଦିନ ପ୍ରାୟ ୧୦ଟା ବେଳେ ଏକ ଟ୍ରକ୍‌ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଏକ କାର୍‌ ଯାଉଥିଲା। ମାତ୍ର ନାଭାଲ ଛକ ନିକଟରେ ଉଭୟ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ  ଦ୍ରୁତ ଗତିରେ ଥିବା  ଟ୍ରକ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଠିଆ ହୋଇଥିବା ୬ଟି ଅଟୋକୁ ଧକ୍କା ଦେଇଥିଲା। ଏହାପରେ ଟ୍ରକ୍‌ ଓ ଉକ୍ତ ୬ଟି ଅଟୋ ରାସ୍ତା କଡ଼କୁ ଖସି ପଡ଼ିଥିଲା।

ଏହି  ଦୁର୍ଘଟଣାରେ କାର୍‌ରେ ଥିବା ଦୁଇ ଜଣ ଏବଂ ୨ ଜଣ ଅଟୋ ଡ୍ରାଇଭର ଆହତ ହୋଇଛନ୍ତି। ଏହି ସିରିଜ୍ ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି।

ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଏଥିସହ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story