ରାଜଧାନୀକୁ ରିଟର୍ଣ୍ଣ କଲା ‘କରୋନା’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ଗଞ୍ଜାମରେ ୭ ଜଣ ଥିବା ବେଳେ ଭୁବନେଶ୍ୱରରେ ୩ ଜଣ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ସକାଳେ ଗଞ୍ଜାମ ଜିଲ୍ଲାରେ ୧୭ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଞ୍ଜ ବେଳେ ଆଉ ୭ ଜଣ ଚିହ୍ନଟ […]

28_04_2020-corona-patient_20228987

28_04_2020-corona-patient_20228987

Manoranjan Sial
  • Published: Thursday, 07 May 2020
  • Updated: 08 May 2020, 07:40 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ଗଞ୍ଜାମରେ ୭ ଜଣ ଥିବା ବେଳେ ଭୁବନେଶ୍ୱରରେ ୩ ଜଣ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ସକାଳେ ଗଞ୍ଜାମ ଜିଲ୍ଲାରେ ୧୭ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଞ୍ଜ ବେଳେ ଆଉ ୭ ଜଣ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କ ବୟସ ୨୫ରୁ ୬୦ ବର୍ଷ ଭିତରେ ରହିଛି। ସମସ୍ତେ ପୁରୁଷ। ସେମାନେ ସୁରତ ଫେରିଛନ୍ତି। ଏମାନଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି।

https://twitter.com/IPR_Odisha/status/1258391023673397251?s=20

ଠିକ୍‌ ସେହିପରି ଆଜି ଭୁବନେଶ୍ୱରରେ ୩ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ସମସ୍ତେ ପୁରୁଷ। ସେମାନଙ୍କ ଘର ସୂର୍ଯ୍ୟନଗର, ମଞ୍ଚେଶ୍ୱର ଓ ଭିଏସ୍‌ଏସ୍‌ ନଗର ଅଞ୍ଚଳରେ। ମାତ୍ର ଏମାନଙ୍କୁ ଟ୍ରାଭେଲ୍‌ ହିଷ୍ଟୋରୀ ଜଣାପଡ଼ି ନାହିଁ। ଏମାନଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ସେଥିରୁ ୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬ ଜଣ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛି। ପୂର୍ବରୁ ସୂର୍ଯ୍ୟନଗରରେ ୭ ଜଣ ଆକ୍ରାନ୍ତ ହୋଇଥିଲେ।

https://twitter.com/IPR_Odisha/status/1258390809885519872?s=20

ସୂଚନାରୁ ପ୍ରକାଶ, ଆଜି ସୁଦ୍ଧା ରାଜ୍ୟରେ ୨୧୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୧୫୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ ବିଭିନ୍ନ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story