ଶିଶୁ ଓ ମାତୃ ମୃତ୍ୟୁହାର ରୋକିବାକୁ ବାର୍ଷିକ ୫୦ କୋଟି

ଭୁବନେଶ୍ୱର: ରାଜ୍ୟର ଦୁର୍ଗମ ଅଞ୍ଚଳରେ ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ଲାଗି ସରକାର ବିଶେଷ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିପାଇଁ ବାର୍ଷିକ ୫୦ କୋଟି ଟଙ୍କ।ର ବ୍ୟବସ୍ଥା କରାଯାଇଛି। ଦୁର୍ଗମ ଅଞ୍ଚଳରେ ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ଦିଗରେ ଏହି ଅର୍ଥ ଖର୍ଚ୍ଚ କରାଯିବ। ରାଜ୍ୟର ୧୫ଟି ପଛୁଆ ଜିଲ୍ଲାରେ ଏହି ଯୋଜନାଗୁଡ଼ିକ କାର୍ଯ୍ୟକାରୀ କରାଯିବ। ସଚିବାଳୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ମିଶନ୍ ବୈଠକରେ ଏହି ନିଷ୍ପତ୍ତି […]

misonsakti

Rakesh Mallick
  • Published: Tuesday, 19 May 2015
  • , Updated: 19 May 2015, 03:31 PM IST

ଭୁବନେଶ୍ୱର: ରାଜ୍ୟର ଦୁର୍ଗମ ଅଞ୍ଚଳରେ ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ଲାଗି ସରକାର ବିଶେଷ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିପାଇଁ ବାର୍ଷିକ ୫୦ କୋଟି ଟଙ୍କ।ର ବ୍ୟବସ୍ଥା କରାଯାଇଛି। ଦୁର୍ଗମ ଅଞ୍ଚଳରେ ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ଦିଗରେ ଏହି ଅର୍ଥ ଖର୍ଚ୍ଚ କରାଯିବ। ରାଜ୍ୟର ୧୫ଟି ପଛୁଆ ଜିଲ୍ଲାରେ ଏହି ଯୋଜନାଗୁଡ଼ିକ କାର୍ଯ୍ୟକାରୀ କରାଯିବ। ସଚିବାଳୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ମିଶନ୍ ବୈଠକରେ ଏହି ନିଷ୍ପତ୍ତି ହୋଇଛି।  ବୈଠକ ପରେ ମୁଖ୍ୟମନ୍ତ୍ରୀ  ଏନେଇ ସୂଚନା ଦେଇଥିଲେ।

 

 

Related story