ଆଜି ମହାଶିବରାତ୍ରି, ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମହାଶିବରାତ୍ରି। ଜାଗର ପାଇଁ ସକାଳୁ ସକାଳୁ ବିଭିନ୍ନ ଶିବ ମନ୍ଦିରରେ ଭିଡ଼ ଲାଗିଛି । ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ […]

BBSR

BBSR

Tapaswini Nayak
  • Published: Tuesday, 01 March 2022
  • Updated: 01 March 2022, 08:41 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମହାଶିବରାତ୍ରି। ଜାଗର ପାଇଁ ସକାଳୁ ସକାଳୁ ବିଭିନ୍ନ ଶିବ ମନ୍ଦିରରେ ଭିଡ଼ ଲାଗିଛି । ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ। ଟ୍ରାଫିକ ଏକ ବଡ଼ ଚ୍ୟାଲେଞ୍ଜ ଥିବା ବେଳେ ଏ ନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି।  ଡିସିପି ଏହାର ଦାୟିତ୍ୱ ନେଇଛନ୍ତି।

କିଭଳି ଭାବେ ବ୍ୟବସ୍ଥିତ ଢଙ୍ଗରେ ଆଇନଶୃଙ୍ଖଳା ରକ୍ଷା କରାଯିବ, ସେ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ପୁଲିସ କମିଶନର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story