ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ମୋହନା(ଓଡ଼ିଶା ରିପୋର୍ଟର): ଗଜପତି ଜିଲ୍ଲା ଚାନ୍ଦିପୁଟ ରାଣୀଖମା ଗାଁର ଜଣେ ବ୍ୟବସାୟୀଙ୍କ ଦୋକାନ ଘରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ଦୁଇ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ମୋହନା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।  ଦୋକାନ ଘରେ କେହି ନିଆଁ ଲଗାଇ ଦେଇଥିବା ଦୋକାନ ମାଲିକ ରମେଶ ସାହୁ ଅଭିଯୋଗ କରିଛନ୍ତି।  

fire9999

fire9999

Tapaswini Nayak
  • Published: Friday, 11 October 2019
  • Updated: 11 October 2019, 11:14 AM IST

Sports

Latest News

ମୋହନା(ଓଡ଼ିଶା ରିପୋର୍ଟର): ଗଜପତି ଜିଲ୍ଲା ଚାନ୍ଦିପୁଟ ରାଣୀଖମା ଗାଁର ଜଣେ ବ୍ୟବସାୟୀଙ୍କ ଦୋକାନ ଘରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ଦୁଇ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି।

ଖବର ପାଇ ମୋହନା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।  ଦୋକାନ ଘରେ କେହି ନିଆଁ ଲଗାଇ ଦେଇଥିବା ଦୋକାନ ମାଲିକ ରମେଶ ସାହୁ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story