ବଣାଇ(ରଣଜିତ୍ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଠାରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଯୋଗୁ ଦୋକାନରେ ଥିବା ଏସି, ଫ୍ରିଜ୍, ଟିଭି ଓ ୱାସିଂ ମେସିନ୍ ଭଳି ଅନେକ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି।
ଗତକାଲି ବିଳମ୍ୱିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଦୋକାନରେ ନିଆଁ ଲାଗିଥିବା ଦେଖି କିଛି ଲୋକେ ଦୋକାନ ମାଲିକ ଓ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ୫ ଘଣ୍ଟା ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ତାହା ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।