ଏଣିକି କେବଳ ଗରିବ ନୁହେଁ, ସମସ୍ତଙ୍କୁ ମିଳିବ ଜୋତା ଓ ଡ୍ରେସ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଏଣିକି କେବଳ ଗରିବ ପରିବାରର ନୁହେଁ, ସବୁ ବର୍ଗର ପିଲାଙ୍କୁ ସ୍କୁଲରେ ମିଳିବ ଜୋତା ଓ ଡ୍ରେସ୍।  ସବୁ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ପୋଷାକ ସହ ଜୋତା ପ୍ରଦାନ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।  ପୂର୍ବରୁ କେବଳ ବିପିଏଲ୍ ପରିବାରର ପିଲାଙ୍କୁ ଜୋତା ଓ ଡ୍ରେସ୍ ମିଳୁଥିଲା। ହେଲେ ଏଣିକି ସବୁ ସରକାରୀ ସ୍କୁଲ୍ ପିଲାଙ୍କୁ ଜୋତା ଓ ଡ୍ରେସ୍ ସହ ପରିଚୟପତ୍ର […]

Odisha-school-1

Odisha-school-1

Tapas Behera
  • Published: Wednesday, 18 September 2019
  • Updated: 18 September 2019, 09:09 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଏଣିକି କେବଳ ଗରିବ ପରିବାରର ନୁହେଁ, ସବୁ ବର୍ଗର ପିଲାଙ୍କୁ ସ୍କୁଲରେ ମିଳିବ ଜୋତା ଓ ଡ୍ରେସ୍।  ସବୁ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ପୋଷାକ ସହ ଜୋତା ପ୍ରଦାନ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।  ପୂର୍ବରୁ କେବଳ ବିପିଏଲ୍ ପରିବାରର ପିଲାଙ୍କୁ ଜୋତା ଓ ଡ୍ରେସ୍ ମିଳୁଥିଲା। ହେଲେ ଏଣିକି ସବୁ ସରକାରୀ ସ୍କୁଲ୍ ପିଲାଙ୍କୁ ଜୋତା ଓ ଡ୍ରେସ୍ ସହ ପରିଚୟପତ୍ର ମଧ୍ୟ ମିଳିବ ବୋଲି କହିଛନ୍ତି ଗଣଶିକ୍ଷାମନ୍ତ୍ରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story