ବ୍ରହ୍ମଗିରି: ଶ୍ରୀଜିଉମାନେ ଜ୍ୱରରେ ପିଡିତ ହୋଇ ଅଣସର ଘରକୁ ଯିବା ପରେ ଆଜିଠୁ ଶ୍ରୀଅଲାରନାଥଙ୍କ ଦର୍ଶନ ଆରମ୍ଭ ହୋଇଛି । ଚଳିତବର୍ଷ ନବକଳେବର ହେଉଥିବାରୁ ୪୫ଦିନ ଧରି ଅଣବସର ଦର୍ଶନ ଚାଲିବ। ଅଣବସର ସମୟରେ ଅଲାରନାଥଙ୍କୁ ଦର୍ଶନ କଲେ ପୂଣ୍ୟଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏଥିପାଇଁ ଅଲାରନାଥ ପୀଠରେ ଆଜିଠୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ। ଏହାପୂର୍ବରୁ ମନ୍ଦିରର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ପଦକ୍ଷେପ ନିଆଯାଇଛି। ଏଥିପାଇଁ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ୩କୋଟି ୫୦ଲକ୍ଷ ଟଙ୍କ। ଖର୍ଚ୍ଚ କରାଯାଇଛି। ଶ୍ରଦ୍ଧାଳୁଙ୍କ ଲାଗି ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯାଇଛି। ଏଥିସହିତ ପାନୀୟ ଜଳ, ମେଡିକାଲ କ୍ୟାମ୍ପ, ବିଦ୍ୟୁତ ସେବା ଇତ୍ୟାଦିର ବନ୍ଦୋବସ୍ତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।