ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ଆଗରେ ଥିବା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ଘଟଣାକୁ ନେଇ କଂଗ୍ରେସ ୫ଜଣିଆ ଫ୍ୟାକ୍ଟ ଫ।ଇଣ୍ଡିଂ ଟିମ୍ ଗଠନ କରିଛି । ଏହି ଟିମ ଘଟଣାର ଅନୁଧ୍ୟାନ ପାଇଁ ଆଜି ଘଟଣା ସ୍ଥଳକୁ ଯିବ । ବରିଷ୍ଠ କଂଗ୍ରେସ ନେତା ଚନ୍ଦ୍ରଶେଖର ସାହୁଙ୍କ ନେତୃତ୍ୱରେ ଏହି ଟିମ୍ ଯିବ । ଶ୍ରୀମନ୍ଦିର ଆଗରେ ଥିବା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀ ସ୍ଥାନାନ୍ତରକୁ ବିଭିନ୍ନ ସଂଗଠନ ପକ୍ଷରୁ ବିରୋଧ କରାଯାଉଥିବା ବେଳେ ଏହାକୁ ନେଇ ରାଜନୀତି ବି ଜୋର ଧରିଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଅଭିଯୋଗ କରିଛନ୍ତି ଯେ ଜବରଦଖଲ ଉଛେଦ ଭଳି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିକୁ ସ୍ଥାନାନ୍ତର କରିଛନ୍ତି ରାଜ୍ୟ ସରକାର। ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୪୪୭୯୩ କୋଟି ଟଙ୍କାର ୫ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ, ୨୩ହଜାର ନୂଆ ନିଯୁକ୍ତି ସମ୍ଭାବନା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ୩୮ତମ ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକରେ ରିଫାଇନାରୀ ଓ ପେଟ୍ରୋକେମିକାଲ, ଗ୍ରୀନ୍ ଏନର୍ଜି ଉପକରଣ, ବାୟୋଟେକ୍ନୋଲୋଜି, ଷ୍ଟିଲ ଆଣ୍ଡ କେମିକାଲସ୍ କ୍ଷେତ୍ରର ଏହି ପୁଞ୍ଜିନିବେଶ ରାଜ୍ୟର ୩ଟି ଜିଲ୍ଲାରେ ଶିଳ୍ପ ପ୍ରକଳ୍ପରେ ହେବ ।
Miscellaneous
ଓଡ଼ିଶା ଲୋକସେବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର, ଏଣିକି ଜୟପୁରରେ ହେବ ପରୀକ୍ଷା କେନ୍ଦ୍ର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧ ତାରିଖରେ ରାଜ୍ୟର ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହ ବୈଠକବେଳେ ଜୟପୁରଠାରେ ଏକ ପରୀକ୍ଷା କେନ୍ଦ୍ର ଖୋଲିବା ପାଇଁ ଓଡ଼ିଶା ଲୋକସେବା ଆୟୋଗଙ୍କୁ ପରାମର୍ଶ ଦେଇଥିଲେ।
Politics
ବିଜେଡିର କଲାକର୍ମ ପାଇଁ ଓଡ଼ିଶାରେ ବଢ଼ିଛି ଦରଦାମ, ଅସ୍ତିତ୍ୱ ସଙ୍କଟ ଯୋଗୁ ଏଭଳି ପ୍ରଳାପ: ବିଜେପି
ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି ଯେ, ଦଳକୁ ବଂଚାଇବା ପାଇଁ ଓ ଚର୍ଚ୍ଚାରେ ରହିବା ନିମନ୍ତେ ବିଜେଡି ଏବେ ରାସ୍ତାକୁ ଓହ୍ଲାଇଛି ।
Politics
ଓଡ଼ିଶା ଆସିବେ ୫୦ରୁ ଅଧିକ ଦେଶର ପ୍ରବାସୀ ଭାରତୀୟ, ରାଜ୍ୟବ୍ୟାପୀ ବିଜେପିର ବଡ଼ ଆୟୋଜନ
କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ ଆସନ୍ତା ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ସହଯୋଗରେ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେଉଛି ।
Crime
ସରକାରୀ ଯନ୍ତ୍ରିକ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ! ଅଧ୍ୟାପକ ଅଟକ
ଛାତ୍ରୀଙ୍କୁ ଏକୁଟିଆ ପାଇଁ ଅଧ୍ୟାପକ ଜଣକ ଦୁର୍ବ୍ୟବହାର କରିଥିଲେ। ତାଙ୍କ ଶରୀରରେ ହାତ ମାରିଥିଲେ। ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ସିପ୍ରା ତାଙ୍କଠାରୁ ଦୌଡ଼ି ପଳାଇ ଆସିଥିଲେ।