ଏକକ ପିଜି ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ରାଜ୍ୟର ବିଭିନ୍ନ ବିଶ୍ୱ ବିଦ୍ୟାଳୟର ପିଜି ଶ୍ରେଣୀରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ହେବ। ଆସନ୍ତା ୧୨ ତାରିଖରୁ ଏହି ପରୀକ୍ଷା ଆରମ୍ଭ ହେବ। ୨୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ରାଜ୍ୟର ୨୬ଟି ସେଣ୍ଟରରେ ପରୀକ୍ଷା ହେବ। ଚଳିତବର୍ଷ ୮୩ଟି ବିଷୟରେ ନାମଲେଖା ହେବ। ୭୦ ପ୍ରତିଶତ ମାର୍କ ଏଣ୍ଟ୍ରାନ୍ସ ଓ ୩୦ ପ୍ରତିଶତ ମାର୍କ କ୍ୟାରିୟରକୁ ନେଇ ସିଲେକ୍ସନ କରାଯିବ। ନଭେମ୍ବର ୭ରେ ବାହାରିବ ମେରିଟ୍ […]

pg

pg

Ranjit Kumar Jena
  • Published: Friday, 09 October 2020
  • Updated: 09 October 2020, 02:04 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ରାଜ୍ୟର ବିଭିନ୍ନ ବିଶ୍ୱ ବିଦ୍ୟାଳୟର ପିଜି ଶ୍ରେଣୀରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ହେବ। ଆସନ୍ତା ୧୨ ତାରିଖରୁ ଏହି ପରୀକ୍ଷା ଆରମ୍ଭ ହେବ। ୨୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ରାଜ୍ୟର ୨୬ଟି ସେଣ୍ଟରରେ ପରୀକ୍ଷା ହେବ।

ଚଳିତବର୍ଷ ୮୩ଟି ବିଷୟରେ ନାମଲେଖା ହେବ। ୭୦ ପ୍ରତିଶତ ମାର୍କ ଏଣ୍ଟ୍ରାନ୍ସ ଓ ୩୦ ପ୍ରତିଶତ ମାର୍କ କ୍ୟାରିୟରକୁ ନେଇ ସିଲେକ୍ସନ କରାଯିବ। ନଭେମ୍ବର ୭ରେ ବାହାରିବ ମେରିଟ୍ ଲିଷ୍ଟ। ଚଳିତଥର ୧୪,୭୦୦ ସିଟ୍ ପାଇଁ ଆବେଦନ କରିଛନ୍ତି ୬୨,୨୦୦ ଛାତ୍ରଛାତ୍ରୀ। ଏକକ ପିଜି ପ୍ରବେଶିକା ପରୀକ୍ଷା ନେଇ ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବୈଠକ ହୋଇଛି।

ତେବେ ବଡ଼ କଥା ହେଲା କରୋନା ପରିକ୍ଷାର୍ଥୀ ମଧ୍ୟ ଏହି ପରୀକ୍ଷା ଦେଇପାରିବେ। ଆକ୍ରାନ୍ତ ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଆଇସୋଲେସନ ରୁମର ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ବିଭାଗ ସଚିବ। ସାମ୍ବାଦିକ ସମ୍ମିଳନୀରେ ଉଚ୍ଚଶିକ୍ଷା ବିଭାଗ ସଚିବ କହିଛନ୍ତି ଯେ, ପ୍ରତ୍ୟେକ ପରୀକ୍ଷାର ଅବଧି ୯୦ମିନିଟ୍ ହେବ। ଓଏମଆର୍ ସିଟରେ ୭୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ। ଛାତ୍ରଛାତ୍ରୀମାନଙ୍କୁ ଅବଗତି ନିମନ୍ତେ କିଛି ମଡେଲ୍ ପ୍ରଶ୍ନ ୱେବସାଇଟରେ ଅପଲୋଡ୍ କରାଯାଇଛି। ଛାତ୍ରଛାତ୍ରୀ ନାମଲେଖା ନିମନ୍ତେ ଏକାଧିକ ବିଷୟରେ ପରୀକ୍ଷା ଦେବାର ସୁବିଧା ପ୍ରଦାନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story