ଶିଶୁ ମୃତ୍ୟୁ ଘଟଣା: ନବୀନ ନିବାସ ଘେରିଲା ରାଜ୍ୟ ମହିଳା କଂଗ୍ରେସ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା

ଭୁବନେଶ୍ୱର: କଟକ ଶିଶୁ ମୃତ୍ୟୁ ପ୍ରସଙ୍ଗରେ ରାଜ୍ୟମହିଳା କଂଗ୍ରେସ ପକ୍ଷରୁ ଆଜି ନବୀନ ନିବାସ ଘେରାଉ କରାଯାଇଛି। ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବିଜୟଲକ୍ଷ୍ମୀ ସାହୁଙ୍କ ନେତୃତ୍ୱରେ ଶତାଧିକ ମହିଳା କର୍ମୀ ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲା। ଅନ୍ୟପକ୍ଷରେ ଏହି ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ସେ କହିଥିଲେ।

naveen

naveen

Rakesh Mallick
  • Published: Thursday, 03 September 2015
  • Updated: 03 September 2015, 12:36 PM IST

Sports

Latest News

ଭୁବନେଶ୍ୱର: କଟକ ଶିଶୁ ମୃତ୍ୟୁ ପ୍ରସଙ୍ଗରେ ରାଜ୍ୟମହିଳା କଂଗ୍ରେସ ପକ୍ଷରୁ ଆଜି ନବୀନ ନିବାସ ଘେରାଉ କରାଯାଇଛି। ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବିଜୟଲକ୍ଷ୍ମୀ ସାହୁଙ୍କ ନେତୃତ୍ୱରେ ଶତାଧିକ ମହିଳା କର୍ମୀ ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲା। ଅନ୍ୟପକ୍ଷରେ ଏହି ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ସେ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos