ନୟାଗଡ଼ : ନୟାଗଡ଼ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଏକ ନବଜାତ ଶିଶୁପୁତ୍ର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଚିକିତ୍ସା ଅବହେଳା ଯୋଗୁ ଶିଶୁଟିର ମୃତ୍ୟୁ ଘଟିଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ବାଙ୍କସାଳୁଆ ଗାଁର ପୀତବାସ ପଲେଇଙ୍କ ପତ୍ନୀ ଦିପାଞ୍ଜଳୀଙ୍କୁ ପ୍ରସବ ପାଇଁ ଭର୍ତ୍ତି କରାଯାଇଥିଲା। ଏଥିପାଇଁ ପସୂତି ଓ ସ୍ତ୍ରୀ ରୋଗ ଭିଭାଗର ଡାକ୍ତର ଟଙ୍କା ମାଗିଥିଲେ। ଟଙ୍କା ନଦେବାରୁ ଡାକ୍ତର ଉଚିତ୍ ଚିକିତ୍ସା କଲେ ନାହିଁ ବୋଲି ତାଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ନବଜାତ ଶିଶୁଟିର ମୃତ୍ୟୁ ହୋଇଛି ବୋଲି ଅଭିଯୋଗ କରି ଉତ୍ୟକ୍ତ ଲୋକ ଡାକ୍ତରଙ୍କୁ ଅଟକ ରଖିଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ଡ଼ାକ୍ତରଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ହେବ ବୋଲି କହିଛି। ଏନେଇ ସମ୍ପୃକ୍ତ ଡାକ୍ତରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?