ଶିଶୁ ସୁରକ୍ଷା ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ବୌଦ୍ଧ ଜିଲ୍ଲା ଗସ୍ତ

ବୌଦ୍ଧ: ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅୟୋଗ ଅଧ୍ୟକ୍ଷ ରାଜେନ୍ଦ୍ର ମେହେର ବୌଦ୍ଧ ଜିଲ୍ଲା ଗସ୍ତ କରି ବିଭିନ୍ନ ସ୍କୁଲ, ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି । ଏହାସହ ଶିଶୁ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ, ଆବାସିକ ହଷ୍ଟେଲ ବୁଲିବା ସହ ସେମାନଙ୍କ ସହ ଆଲୋଚନା କରିଥିଲେ । ପରେ ବୌଦ୍ଧ ଡିପିସି ସମ୍ମିଳନୀଠାରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଏଥିରେ ଉପଜିଲ୍ଲାପାଳ ଶ୍ରୀକାନ୍ତ ସ୍ୱାଇଁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ […]

boudh11111

Rakesh Mallick
  • Published: Sunday, 16 August 2015
  • , Updated: 16 August 2015, 02:54 PM IST

ବୌଦ୍ଧ: ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅୟୋଗ ଅଧ୍ୟକ୍ଷ ରାଜେନ୍ଦ୍ର ମେହେର ବୌଦ୍ଧ ଜିଲ୍ଲା ଗସ୍ତ କରି ବିଭିନ୍ନ ସ୍କୁଲ, ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି । ଏହାସହ ଶିଶୁ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ, ଆବାସିକ ହଷ୍ଟେଲ ବୁଲିବା ସହ ସେମାନଙ୍କ ସହ ଆଲୋଚନା କରିଥିଲେ । ପରେ ବୌଦ୍ଧ ଡିପିସି ସମ୍ମିଳନୀଠାରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଏଥିରେ ଉପଜିଲ୍ଲାପାଳ ଶ୍ରୀକାନ୍ତ ସ୍ୱାଇଁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହେମନ୍ତ ନାୟକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ ।

Related story