ଆଜି ମା’ ପାର୍ବତୀଙ୍କ ହାତ ଧରିବେ ଦେବଦେବ ମହାଦେବ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୀତଳଷଷ୍ଠୀ ପାଇଁ ଦୁଲୁକୁଛି ସମ୍ବଲପୁର। ଆଜି ଦେବ ଦମ୍ପତ୍ତିଙ୍କ ବିବାହ ଉତ୍ସବ। ଏଥିପାଇଁ ଉତ୍ସବମୁଖର ହୋଇ ଉଠିଛି ସମ୍ବଲପୁର ସହର। ଗତକାଲି ରାତିରେ ବିଭିନ୍ନ ଦେବାଦେବୀଙ୍କୁ ଗୁଆ ଦେଇ କରାଯାଇଛି ନିମନ୍ତ୍ରଣ। ଗୁରୁବାର ଦିନ ନନ୍ଦପଡ଼ା ପରେ ଗତକାଲି ଝାଡୁଆପଡ଼ା, ମୁଦିପଡ଼ା ଓ ଅନ୍ୟାନ୍ୟ ପଡ଼ାମାନଙ୍କରେ ଦେବ ନିମନ୍ତ୍ରଣ ବା ହନୁମାନ ନିଉତା ଅନୁଷ୍ଠିତ ହୋଇଛି। ପ୍ରଭୁ ହନୁମାନ ସହରର ବିଭିନ୍ନ ଦେବାଦେବୀଙ୍କୁ ନିମନ୍ତ୍ରଣ କରିଛନ୍ତି। ଆଜି ରାତିରେ ବିଭିନ୍ନ […]

samblpur

samblpur

Tapaswini Nayak
  • Published: Saturday, 04 June 2022
  • Updated: 04 June 2022, 02:00 PM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୀତଳଷଷ୍ଠୀ ପାଇଁ ଦୁଲୁକୁଛି ସମ୍ବଲପୁର। ଆଜି ଦେବ ଦମ୍ପତ୍ତିଙ୍କ ବିବାହ ଉତ୍ସବ। ଏଥିପାଇଁ ଉତ୍ସବମୁଖର ହୋଇ ଉଠିଛି ସମ୍ବଲପୁର ସହର। ଗତକାଲି ରାତିରେ ବିଭିନ୍ନ ଦେବାଦେବୀଙ୍କୁ ଗୁଆ ଦେଇ କରାଯାଇଛି ନିମନ୍ତ୍ରଣ। ଗୁରୁବାର ଦିନ ନନ୍ଦପଡ଼ା ପରେ ଗତକାଲି ଝାଡୁଆପଡ଼ା, ମୁଦିପଡ଼ା ଓ ଅନ୍ୟାନ୍ୟ ପଡ଼ାମାନଙ୍କରେ ଦେବ ନିମନ୍ତ୍ରଣ ବା ହନୁମାନ ନିଉତା ଅନୁଷ୍ଠିତ ହୋଇଛି

ପ୍ରଭୁ ହନୁମାନ ସହରର ବିଭିନ୍ନ ଦେବାଦେବୀଙ୍କୁ ନିମନ୍ତ୍ରଣ କରିଛନ୍ତି। ଆଜି ରାତିରେ ବିଭିନ୍ନ ଶିବାଳୟରୁ ଭୋଳାବାବା, ବରବେଶ ସାଜି ବିବାହ ଶୋଭାଯାତ୍ରାରେ ବାହାରିବେ। ବାଜା, ବାଣ,ନାଚ ଗୀତ ସହ ବରଯାତ୍ରୀଙ୍କୁ ସାଙ୍ଗରେ ନେଇ ଯିବେ  କନ୍ୟା ଘରକୁ। ସେଠାରେ ବିଧିମତେ ଦେବ ଦମ୍ପତିଙ୍କ ବିବାହ ସମ୍ପନ୍ନ ହେବ। ଦେବ ଦମ୍ପତିଙ୍କ ବିବାହ ପାଇଁ ଉଭୟ ବର ଓ କନ୍ୟା ଘରେ ଚାଲିଛି ସଜବାଜ। ମହିଳାମାନେ  ପାରମ୍ପରିକ ନାଚ ଗୀତ ଗାଇ ମେହେନ୍ଦି ଲଗାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story