ବରମୁଣ୍ଡା ଓଭରବ୍ରିଜ୍‌ରେ ମର୍ମନ୍ତୁଦ ଦୁର୍ଘଟଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ୍ ଉପରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେଲରକୁ ପଛପଟୁ ଧକ୍କା ଦେଇଛି ମାଲ ବୋଝେଇ ଟ୍ରକ। ଦୁର୍ଘଟଣା ପରେ କ୍ୟାବିନ ଭିତରେ ଚାପି ହୋଇଯାଇଛନ୍ତି ଡ୍ରାଇଭର। ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି। ତେବେ ଡ୍ରାଇଭର ଜଣକ ଫସିଯାଇଥିବାରୁ ତାଙ୍କୁ ସହଜରେ ଉଦ୍ଧାର କରିବା ସମ୍ଭବ ହୋଇପାରୁନି। ତେଣୁ ଟ୍ରକର ଝରକା କଟାଯାଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନା ଅନୁସାରେ […]

7bnw

7bnw

Tapas Behera
  • Published: Wednesday, 14 October 2020
  • Updated: 14 October 2020, 05:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ୍ ଉପରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେଲରକୁ ପଛପଟୁ ଧକ୍କା ଦେଇଛି ମାଲ ବୋଝେଇ ଟ୍ରକ। ଦୁର୍ଘଟଣା ପରେ କ୍ୟାବିନ ଭିତରେ ଚାପି ହୋଇଯାଇଛନ୍ତି ଡ୍ରାଇଭର। ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି। ତେବେ ଡ୍ରାଇଭର ଜଣକ ଫସିଯାଇଥିବାରୁ ତାଙ୍କୁ ସହଜରେ ଉଦ୍ଧାର କରିବା ସମ୍ଭବ ହୋଇପାରୁନି। ତେଣୁ ଟ୍ରକର ଝରକା କଟାଯାଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସୂଚନା ଅନୁସାରେ ବିଶାଖାପାଟଣାରୁ ଗୋଟିଏ କମ୍ପାନୀର ୧୧ଟି ଗାଡି ବଣେଇ ଅଭିମୁଖେ ଯାଉଥିଲା।କିନ୍ତୁ ବରମୁଣ୍ଡା ଓଭରବ୍ରିଜ୍ ଉପରେ ଗୋଟିଏ କଲମ୍ ଲୁହା ଟ୍ରକ୍ ଖରାପ ହୋଇଯିବାରୁ ସେଠାରେ ଅଟକି ରହିଥିଲା। କିନ୍ତୁ ପଛରୁ ଆସୁଥିବା ସେହି କମ୍ପାନୀର ଏକ କୋଇଲା ବୋଝେଇ ଟ୍ରକ୍ ଟ୍ରେଲରକୁ ପିଟିଥିଲା। ଦୁର୍ଘଟଣାର ତୀବ୍ରତା ଏତେ ରହିଛି ଯେ, ଟ୍ରକ୍‌ର ମୁଖଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା ସହ କ୍ୟାବିନ୍ ଭିତରେ ଡ୍ରାଇଭର ଚାପି ହୋଇ ରହିଯାଇଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story