ବିଜେପି ନେତାଙ୍କୁ ହତ୍ୟା ପ୍ରତିବାଦରେ ଖୋର୍ଦ୍ଧା ବନ୍ଦ

ଖୋର୍ଦ୍ଧା (ବଳରାମ ଲେଙ୍କା): ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ହତ୍ୟା ପ୍ରତିବାଦରେ ଆଜି ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି। ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଏହା ସହିତ ଖୋର୍ଦ୍ଧା ଟାଉନ୍ ଥାନା ଆଗରେ ବିଜେପି କର୍ମୀମାନେ ଧାରଣାରେ ବସିଛନ୍ତି। ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି। ଗତକାଲି ରାତିରୁ ବଜେପିର ୫ ଜଣିଆ ଟିମ୍ ଟାଉନ୍ ଥାନା ଆଗରେ […]

bjpprotest

bjpprotest

Tapas Behera
  • Published: Monday, 15 April 2019
  • Updated: 15 April 2019, 10:20 AM IST

Sports

Latest News

ଖୋର୍ଦ୍ଧା (ବଳରାମ ଲେଙ୍କା): ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ହତ୍ୟା ପ୍ରତିବାଦରେ ଆଜି ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି। ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଏହା ସହିତ ଖୋର୍ଦ୍ଧା ଟାଉନ୍ ଥାନା ଆଗରେ ବିଜେପି କର୍ମୀମାନେ ଧାରଣାରେ ବସିଛନ୍ତି। ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି।

man1ଗତକାଲି ରାତିରୁ ବଜେପିର ୫ ଜଣିଆ ଟିମ୍ ଟାଉନ୍ ଥାନା ଆଗରେ ଧାରଣାରେ ବସିଛନ୍ତି। ଏହି ଘଟଣାକୁ ନେଇ ଗତକାଲି ରାତିରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଗତକାଲି ରାତିରେ ଖୋର୍ଦ୍ଧା ନବୀନାବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ନିକଟରେ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରିଥିଲେ ଜଣେ ଦୁର୍ବୃତ୍ତ। ସେ ବାଇକ୍‌ରେ ଆସିଥିଲେ।

ଧାରଣାରେ ବସିଥିବା ବିଜେପି ମୁଖପାତ୍ର ସୁଦୀପ୍ତ ରାୟଙ୍କ ସମେତ ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରାର୍ଥୀ କାଳୁ ଖଣ୍ଡାୟତରାୟ ଅଭିଯୋଗ କରିଛନ୍ତି ଯେ ଏହି ହତ୍ୟାକାଣ୍ଡ ଘଟଣାରେ ବିଜେଡିର ହାତ ରହିଛି। ତେବେ ସେମାନଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତିରିନ୍ଦ୍ରନାଥ ମିତ୍ର। ସେ କହିଛନ୍ତି, ଏହି ହତ୍ୟାକାଣ୍ଡରେ ବିଜେଡି କର୍ମୀଙ୍କ ସମ୍ପୃକ୍ତି ନାହିଁ। ବିଜେଡି ଭଲ ସ୍ଥିତିରେ ରହିଛି। ବିଜେପି ଆମକୁ ବଦନାମ କରିବା ପାଇଁ ଷଡ଼ଯନ୍ତ୍ର କରୁଛି। ଘଟଣାର ନିରପେକ୍ଷ ତଦନ୍ତ ହେଉ ଓ ଦୋଷୀକୁ ଦଣ୍ଡବିଧାନ କରାଯାଉ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story