ବିଦା ହେଲେ ଆଉ ୬ ଜଣ ଅଧିକାରୀ

Six more officials given compulsory retirement by Odisha govt

loka seba bhavan

loka seba bhavan

Madhupriya Mistry
  • Published: Wednesday, 16 March 2022
  • Updated: 16 March 2022, 01:24 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଦା ହେଲେ ଆଉ ଜଣ ଅଧିକାରୀ। ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର। ବିଦା ହୋଇଥିବା ୬ ଜଣ ଅଧିକାରୀଙ୍କ ମଧ୍ୟରେ ୩ ନିର୍ବାହୀ ଯନ୍ତ୍ରୀ, ଜଣେ ପୁଲିସ ଇନ୍ସପେକ୍ଟର ଅଛନ୍ତି।

ନିର୍ବାହୀ ଯନ୍ତ୍ରୀ ସରୋଜ ଦାସ, ଦୟାନିଧି ସାମଲଙ୍କୁ  ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିପରି ନିର୍ବାହୀ ଯନ୍ତ୍ରୀ କରୁଣାକର ଘଡ଼ାଇଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର। ପୁଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ମଧ୍ୟ ବିଦା କରାଯାଇଛି। ନୂଆପଡ଼ା ACSO ରତ୍ନାକର ସେଠୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସୂଚନା ରହିଛି। ଅନୁଗୁଳର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କୁ ବି ଅବସର ଦିଆଯାଇଥିବା ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story