ଓଡ଼ିଶାରୁ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ ଓ ୫ ଜଣ ପାଇଲେ ପଦ୍ମଶ୍ରୀ

ଭୁବନେଶ୍ୱର: ଭାରତର ସୁନାମଧନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ଆଜି ବି ମିଳିଛି ପଦ୍ମ ପୁରସ୍କାର। ରାଷ୍ଟ୍ରପତିଙ୍କ ଭବନରେ ଆୟୋଜିତ ଭବ୍ୟ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବର୍ଷ ୨୦୨୧ର ସମସ୍ତ ବିଜେତାଙ୍କୁ ସମ୍ମାନିତ କରିଛନ୍ତି। ଓଡ଼ିଶାରୁ ଆଜି ମୋଟ ୬ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନୀତ କରାଯାଇଛି। ଓଡ଼ିଶାରୁ ବିଶିଷ୍ଟ ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ରାଷ୍ଟ୍ରପତି ପଦ୍ମ ବିଭୂଷଣରେ ସମ୍ମାନିତ କରିଛନ୍ତି। ସେହିପରି କଳା ପାଇଁ ପୂର୍ଣ୍ଣମାସୀ ଜାନି, ସାହିତ୍ୟ ପାଇଁ ରଜତ କରଙ୍କୁ […]

Sudarshan Sahoo

Sudarshan Sahoo

Madhupriya Mistry
  • Published: Tuesday, 09 November 2021
  • Updated: 09 November 2021, 04:50 PM IST

Sports

Latest News

ଭୁବନେଶ୍ୱର: ଭାରତର ସୁନାମଧନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ଆଜି ବି ମିଳିଛି ପଦ୍ମ ପୁରସ୍କାର। ରାଷ୍ଟ୍ରପତିଙ୍କ ଭବନରେ ଆୟୋଜିତ ଭବ୍ୟ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବର୍ଷ ୨୦୨୧ର ସମସ୍ତ ବିଜେତାଙ୍କୁ ସମ୍ମାନିତ କରିଛନ୍ତି। ଓଡ଼ିଶାରୁ ଆଜି ମୋଟ ୬ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନୀତ କରାଯାଇଛି।

ଓଡ଼ିଶାରୁ ବିଶିଷ୍ଟ ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ରାଷ୍ଟ୍ରପତି ପଦ୍ମ ବିଭୂଷଣରେ ସମ୍ମାନିତ କରିଛନ୍ତି। ସେହିପରି କଳା ପାଇଁ ପୂର୍ଣ୍ଣମାସୀ ଜାନି, ସାହିତ୍ୟ ପାଇଁ ରଜତ କରଙ୍କୁ ପଦ୍ମଶ୍ରୀରେ ପୁରସ୍କାରରେ ସମ୍ମାନିତ କରାଯାଇଛି। ଶିକ୍ଷା ପାଇଁ ନନ୍ଦ ପୃଷ୍ଟି, ସାମାଜିକ ସେବା ପାଇଁ ଶାନ୍ତି ଦେବୀ ଓ ଔଷଧ ପାଇଁ କୃଷ୍ଣ ମୋହନ ପାଢ଼ୀଙ୍କୁ ମିଳିଛି ପଦ୍ମଶ୍ରୀ ପୁରସ୍କାର। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏମାନଙ୍କୁ ଏହି ସମ୍ମାନଜନକ ପୁରସ୍କାର ଦେଇଛନ୍ତି।

ଆଜି ରାଷ୍ଟ୍ରପତି ଭବନର ଅଶୋକା ହଲ୍‌ରେ ଏମାନଙ୍କୁ ସମ୍ମାନିତ କରାଯାଇଛି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ ବରିଷ୍ଠ ନେତା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

୨୦୨୧ ବର୍ଷ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ୧୧୯ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ପଦ୍ମ ବିଭୂଷଣରେ ୭ ଜଣ, ପଦ୍ମ ଭୂଷଣରେ ୧୦ ଜଣ ଏବଂ ୧୦୨ ବ୍ୟକ୍ତିଙ୍କୁ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି।

https://twitter.com/PIB_India/status/1457955709484625921?s=20

ସେହିପରି ଗତକାଲି ବର୍ଷ ୨୦୨୦ ପାଇଁ ଓଡ଼ିଶାରୁ ୧୧ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ଡ଼ିଶାର ଜଣାଶୁଣା ସାହିତ୍ୟକ ମନୋଜ ଦାସଙ୍କୁ ମରଣୋତ୍ତର ଭାବେ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଅନ୍ୟ ଓଡ଼ିଆଙ୍କ ମଧ୍ୟରେ ଜୈବ୍ୟ କୃଷିରେ ବିପ୍ଲବ ଆଣିିଥିବା ଓଡ଼ିଆ ବାପା ଓ ଝିଅ ପ୍ରଫେସର ରାଧାମୋହନ ଏବଂ ତାଙ୍କ ଝିଅ ସାବରମତୀଙ୍କୁ ମିଳିଥିଲା ପଦ୍ମଶ୍ରୀ।

ସେହିପରି ସାନ୍ତାଳୀ ଭାଷାରେ ପାରଦର୍ଶିତା ଓ ଦକ୍ଷତା ପ୍ରଦର୍ଶନ କରିଥିବାରୁ ଡକ୍ଟର ଦମୟନ୍ତି ବେସରା, ଶିକ୍ଷା ଓ ସାହିତ୍ୟ ପାଇଁ ବୀଣାପାଣି ମହାନ୍ତି ଓ ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ମିତ୍ରଭାନୁ ଗୁଣ୍ଟିଆ (କଳା), ସ୍ୱର୍ଗତ ମନମୋହନ ମହାପାତ୍ର (କଳା), ଦିଗମ୍ବର ବେହେରା (ମେଡିସିନ୍), ଉତ୍ସବ ଚରଣ ଦାସ (କଳା), ବଟକୃଷ୍ଣ ସାହୁଙ୍କୁ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story