ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର

ବାଙ୍କି(ସଞ୍ଜୀପ କୁମାର ନାୟକ): କଟକ ଜିଲ୍ଲା ବାଙ୍କି ଥାନା ଅନ୍ତର୍ଗତ ତୁଳସୀପୁର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୬ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଆଁକୁ ଆୟତ୍ତ କରିଥିଲା। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ହୋଇଛି।  ଗତକାଲି କାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।