ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର

ବାଙ୍କି(ସଞ୍ଜୀପ କୁମାର ନାୟକ): କଟକ ଜିଲ୍ଲା ବାଙ୍କି ଥାନା ଅନ୍ତର୍ଗତ ତୁଳସୀପୁର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୬ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଆଁକୁ ଆୟତ୍ତ କରିଥିଲା। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ହୋଇଛି।  ଗତକାଲି କାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲ।

firemmmmmmmmmmmmmmmmm

Tapaswini Nayak
  • Published: Monday, 22 April 2019
  • , Updated: 22 April 2019, 11:36 AM IST

Related story