ଭୁବନେଶ୍ୱର ପାଇଁ ବଡ଼ ନିଷ୍ପତ୍ତି; ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ କେବଳ ଭୁବନେଶ୍ୱରର ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ମାତ୍ରାରେ ବଢୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ପରେ ହୋଇଥିବା ଏହି ନିଷ୍ପତ୍ତି ପ୍ରକାରେ ଭୁବନେଶ୍ୱର ମହାନଗର ନିଗମକୁ ତିନୋଟି ଜୋନ୍‌ରେ ବିଭକ୍ତ କରି ୬ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। […]

bbsr2

bbsr2

Tapaswini Nayak
  • Published: Wednesday, 15 April 2020
  • Updated: 15 April 2020, 02:05 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ କେବଳ ଭୁବନେଶ୍ୱରର ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ମାତ୍ରାରେ ବଢୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ପରେ ହୋଇଥିବା ଏହି ନିଷ୍ପତ୍ତି ପ୍ରକାରେ ଭୁବନେଶ୍ୱର ମହାନଗର ନିଗମକୁ ତିନୋଟି ଜୋନ୍‌ରେ ବିଭକ୍ତ କରି ୬ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ବରିଷ୍ଠ ଅଧିକାରୀମାନେ ବିଏମ୍‌ସି ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ କାର୍ଯ୍ୟ କରିବେ।

ଭୁବନେଶ୍ୱର ଉତ୍ତର ଜୋନ୍‌ର ଦାୟିତ୍ୱରେ ଏସ୍‌ସି/ଏସଟି ଉନ୍ନୟନ ସଚିବ ରଞ୍ଜନା ଚୋପ୍ରା ଓ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ଥିବା ବେଳେ ଦକ୍ଷିଣ-ପୂର୍ବ ଜୋନ୍ ଦାୟିତ୍ୱ ଅବକାରୀ ସଚିବ ସୁଶୀଲ ଲୋହାନୀ ଓ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କୁ ଦିଆଯାଇଛି। ସେହିଭଳି ଦକ୍ଷିଣ-ପଶ୍ଚିମ ଜୋନ୍‌ର ଦାୟିତ୍ୱ ଭାସ୍କର ଜ୍ୟୋତି ଶର୍ମା ଓ  ଅର୍ଥ ସଚିବ ଅଶୋକ ମୀନାଙ୍କୁ ଦିଆଯାଇଛି।

ଏହି ଅଧିକାରୀମାନେ କଣ୍ଟେନମେଣ୍ଟ ଦାୟିତ୍ୱରେ ରହିବେ। ଭୁବନେଶ୍ୱରରେ ଯେପରି ଏହି ରୋଗ ନ ବ୍ୟାପିବ, ସେଥିପ୍ରତି ଦୃଷ୍ଟି ରଖିବେ। ଯେଉଁ ଅଞ୍ଚଳରେ କରୋନା ପଜିଟିଭ୍ ମିଳବ ସେଠାରେ କଣ୍ଟାକ୍ଟ ଟ୍ରେସିଂ ଓ ଘରକୁ ଘର ସର୍ଭେ କାର୍ଯ୍ୟର ତଦାରଖ କରିବେ। ସେହିଭଳି କଣ୍ଟେନ୍‌ମେଣ୍ଟ ଅଞ୍ଚଳକୁ ଜରୁରୀ ସାମଗ୍ରୀ ଯୋଗାଣ କଥା ବି ବୁଝିବେ।

ସୂଚନାଯୋଗ୍ୟ, ଖବର ଲେଖାଯିବା ସୁଦ୍ଧା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍‌ସାଇଟ୍‌ରେ ଦିଆଯାଇଥିବା ତଥ୍ୟ ଅନୁସାରେ ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୪୧ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୧୮ ଜଣ ସୁସ୍ଥ ହୋଇସାରିଛନ୍ତି ଓ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ମୋଟ ୫୫୩୭ ଜଣଙ୍କ ସାମ୍ପଲ୍ ଟେଷ୍ଟ୍ କରାଯାଇଥିବା ବେଳେ ୫୪୭୭ ଜଣଙ୍କ ରିପୋର୍ଟ ନେଗେଟିଭ୍ ଆସିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story