ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଷ୍ଟେସନ ପାଖରେ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍ ୫ଟି ବଗି ଲାଇନଚ୍ୟୁତ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା କାରଣ ଜଣାପଡ଼ି ନାହିଁ।
https://twitter.com/EastCoastRail/status/1561758791066038274?s=20&t=YMbRq3nONPZeCa9jh9qHww
୨ଟି ଲାଇନ ବ୍ଲକ ହୋଇଥିବା ଯୋଗୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରାୟ ୧୦ଟି ଟ୍ରେନ୍ର ଯାତ୍ରା ବିଳମ୍ବିତ ହୋଇଥିବା ଜଣାପଡ଼ିଛି। ମଞ୍ଚେଶ୍ୱର ଷ୍ଟେସନ୍ରେ ଅଟକି ରହିଛି ରାଜଧାନୀ ଏକ୍ସପ୍ରେସ୍। ହୀରାଖଣ୍ଡ, ଜନ ଶତାଦ୍ଦୀ, ପୁରୀ-ଦୁର୍ଗ, ତପସ୍ୱିନୀ ବିଳମ୍ବିତ ହେଉଛି। ପୁରୀ-ଗାନ୍ଧିଧାମ ଓ ପୁରୀ-ହାୱାଡା ମଧ୍ୟ ଅଟକି ରହିଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲୁ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।