‘ଜନଜାତି ବିକାଶ ପାଇଁ ଓଡ଼ିଶାକୁ ୩ବର୍ଷରେ ୧୬୫୬କୋଟି ଟଙ୍କା ଅନୁଦାନ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ଷମତାରେ ହେଉ କିମ୍ବା ବିରୋଧୀ ଭୂମିକାରେ ବିଜେପି ସର୍ବଦା ଜନଜାତିଙ୍କ ବିକାଶ ପାଇଁ ସମର୍ପିତ। ଓଡ଼ିଶାରେ ଜନଜାତି ଓ ଅସୁବିଧାରେ କାଳାତିପାତ କରୁଥିବା ଅନ୍ୟାନ୍ୟ ସମ୍ପ୍ରଦାୟଙ୍କୁ ସଶକ୍ତ କରିବା ପାଇଁ ଗତ ୩ବର୍ଷ ମଧ୍ୟରେ ନରେନ୍ଦ୍ର ମୋଦି ସରକାର ରାଜ୍ୟକୁ ୧୬୫୬.୮୦କୋଟି ଟଙ୍କାରୁ ଅଧିକ ଅନୁଦାନ ଦେଇଛନ୍ତି ବୋଲି ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, […]

dharmendra-pradhan

dharmendra-pradhan

Tapas Behera
  • Published: Monday, 19 October 2020
  • Updated: 19 October 2020, 07:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ଷମତାରେ ହେଉ କିମ୍ବା ବିରୋଧୀ ଭୂମିକାରେ ବିଜେପି ସର୍ବଦା ଜନଜାତିଙ୍କ ବିକାଶ ପାଇଁ ସମର୍ପିତ। ଓଡ଼ିଶାରେ ଜନଜାତି ଓ ଅସୁବିଧାରେ କାଳାତିପାତ କରୁଥିବା ଅନ୍ୟାନ୍ୟ ସମ୍ପ୍ରଦାୟଙ୍କୁ ସଶକ୍ତ କରିବା ପାଇଁ ଗତ ୩ବର୍ଷ ମଧ୍ୟରେ ନରେନ୍ଦ୍ର ମୋଦି ସରକାର ରାଜ୍ୟକୁ ୧୬୫୬.୮୦କୋଟି ଟଙ୍କାରୁ ଅଧିକ ଅନୁଦାନ ଦେଇଛନ୍ତି ବୋଲି ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଜନଜାତି ସମୁଦାୟର ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ନିମନ୍ତେ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରାଯାଉଥିବାବେଳେ ବିଶେଷତଃ ଓଡ଼ିଶାର ଦୁର୍ଗମ ଓ ମାଓବାଦୀ ଅଂଚଳରେ ସ୍ଥାପିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଗୁଡ଼ିକ ରାଜ୍ୟର କମ୍ ସାକ୍ଷରତା ଥିବା ଜିଲ୍ଲାରେ ଶିକ୍ଷା କ୍ଷେତ୍ରକୁ ସୁଦୃଢ଼ କରିବାରେ ଗେମ୍ ଚେଞ୍ଜର ଭାବେ ଉଭା ହୋଇପାରିଛି। ଗତ ୩ବର୍ଷ ମଧ୍ୟରେ ୧୬୭୦୦ ଜନଜାତି ଛାତ୍ରଛାତ୍ରୀ ଏକଲବ୍ୟ ଆଦର୍ଶ ଆବାସିକ ସ୍କୁଲରେ ଶିକ୍ଷା ଲାଭ କରିଛନ୍ତି। ସେହିପରି ମାଟ୍ରିକ ପୂର୍ବବର୍ତ୍ତୀ ବୃତ୍ତି ଓ ପରବର୍ତ୍ତୀ ବୃତ୍ତି ଯୋଜନାରେ ରାଜ୍ୟର ଅନୁସୂଚିତ ଜନଜାତିର ଯଥାକ୍ରମେ ୬.୩୬ଲକ୍ଷ ଛାତ୍ରଛାତ୍ରୀ ଓ ୫.୫୪ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିଛନ୍ତି।
ଗତ ୩ବର୍ଷ ମଧ୍ୟରେ ଓଡ଼ିଶାର ଅନୁସୂଚିତ ଜନଜାତି ବିଭାଗରୁ ୩.୩୭ଲକ୍ଷରୁ ଅଧିକ ହିତାଧିକାରୀ ମୋଦି ସରକାରଙ୍କ ଆଦିବାସୀ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା ସ୍ୱେଚ୍ଛାସେବୀ ସଂଗଠନଗୁଡ଼ିକୁ ଅନୁଦାନ ଦେଉଥିବାବେଳେ ଅନେକ ଜନଜାତି ଅନ୍ୟାନ୍ୟ ଯୋଜନାରେ ଅଧିକ ଉପକୃତ ହୋଇଛନ୍ତି। ମୋଦି ସରକାର ଗରିବ ଓ ଅସହାୟଙ୍କୁ ସମାନ ସୁଯୋଗ ପ୍ରଦାନ କରି ସେମାନଙ୍କୁ ସାମୂହିକ ବିକାଶ ସହ ଆତ୍ମନିର୍ଭର ଭାରତରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭରେ ଯୋଡ଼ିବା ପାଇଁ ପ୍ରତିଶ୍ରୁତିବଦ୍ଧ।  ଦେଶରେ ଜନଜାତି ଜନସଂଖ୍ୟାର ବିକାଶ ପାଇଁ ନିରନ୍ତର ଉଦ୍ୟମ କରିବା ଓ ଓଡ଼ିଶାର ଜନଜାତି ସମୁଦାୟଙ୍କ ସାମୂହିକ ବିକାଶକୁ ସୁନିଶ୍ଚିତ କରିଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story