ଆରମ୍ଭ ହେଲା ସ୍କିଲସ୍‌ ଓଡ଼ିଶା ୨୦୧୮

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ସ୍କିଲସ୍‌ ଓଡ଼ିଶା ୨୦୧୮ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଯନାୟକ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଦକ୍ଷତା ପ୍ରତିଯୋଗିତା ଆୟୋଜିତ ହୋଇଛି। ଏହା ୨ ଦିନ ଧରି ଚାଲିବ। ଏଥିରେ ରାଜ୍ୟର ୨ ଶହ ଛାତ୍ରଛାତ୍ରୀ ଭାଗ ନେବେ। ସ୍କିଲ ଓଡ଼ିଶା କମ୍ପିଟିସନରୁ ଜାତୀୟ ସ୍ତରର ପ୍ରତିଯୋଗିତା ଲାଗି ପ୍ରତିଭା ଚୟନ କରାଯିବ। ଏହି ଅବସରରେ ୫ଟି ସଂସ୍ଥା ସହିତ ବିଭିନ୍ନ ଚୁକ୍ତି ସ୍ୱାକ୍ଷରିତ ହୋଇଛି।

skill-odisha

Rakesh Mallick
  • Published: Sunday, 29 April 2018
  • , Updated: 29 April 2018, 05:24 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ସ୍କିଲସ୍‌ ଓଡ଼ିଶା ୨୦୧୮ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଯନାୟକ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଦକ୍ଷତା ପ୍ରତିଯୋଗିତା ଆୟୋଜିତ ହୋଇଛି। ଏହା ୨ ଦିନ ଧରି ଚାଲିବ।

ଏଥିରେ ରାଜ୍ୟର ୨ ଶହ ଛାତ୍ରଛାତ୍ରୀ ଭାଗ ନେବେ। ସ୍କିଲ ଓଡ଼ିଶା କମ୍ପିଟିସନରୁ ଜାତୀୟ ସ୍ତରର ପ୍ରତିଯୋଗିତା ଲାଗି ପ୍ରତିଭା ଚୟନ କରାଯିବ। ଏହି ଅବସରରେ ୫ଟି ସଂସ୍ଥା ସହିତ ବିଭିନ୍ନ ଚୁକ୍ତି ସ୍ୱାକ୍ଷରିତ ହୋଇଛି।

Related story