ଉଦ୍ଧାର ହେଲା ୧୫ଫୁଟ୍‌ର ଅହିରାଜ

Ordigital Desk
  • Published: Saturday, 21 April 2018
  • , Updated: 21 April 2018, 07:32 AM IST
<p>ବାଲେଶ୍ୱର(ଓଡ଼ିଶା ରିପୋର୍ଟର): &nbsp;ବାଲେଶ୍ୱର ଜିଲ୍ଲା ନୀଳଗିରି ଏନ୍ଏସି ଅଧିନ ମିରିଗିଣୀ ଗାଁରୁ ୧୫ ଫୁଟ୍ ଲମ୍ବର ଅହିରାଜ ସାପ ଉଦ୍ଧାର କରାଯାଇଛି। ସେହି ଗାଁର ବାବୁଲି ବେହେରାଙ୍କ ବାଡ଼ିରେ ଏହି ସାପ ଦେଖିବାକୁ ମିଳିଥିଲା।&nbsp; ସାପକୁ କୌଶଳ କ୍ରମେ ଧରି ବନବିଭାଗକୁ ଖବର ଦେଇଥିଲେ ବାବୁଲି। ବେହେରା ବାବୁଲିଙ୍କ ଘରେ ପହଞ୍ଚି ସାପକୁ ଉଦ୍ଧାର କରିଥିଲେ ବନବିଭାଗ କର୍ତ୍ତୃପକ୍ଷ।</p>

Related story