ପାଟକୁରା(ମନୋଜ କୁମାର ସ୍ୱାଇଁ): ଭଦ୍ରକ ଜିଲ୍ଲା ଧାମନଗର ପରେ କେନ୍ଦ୍ରାପଡ଼ା ଜିଲ୍ଲା ଚକ୍ରୋଡ଼ାରୁ ୨୦ଟି ନାଗ ସାପ ଛୁଆ ଉଦ୍ଧାର କରାଯାଇଛି। ନରିଲୋ ଗାଁର ରଞ୍ଜିତ ସ୍ୱାଇଁ ନାମକ ଜଣେ ବ୍ୟକ୍ତି ଘର ନିକଟରେ ଗତକାଲି କିଛି ନାଗ ସାପ ଖେଳୁଥିବା ଦେଖି ଲୋକେ ତାଙ୍କୁ ଖବର ଦେଇଥିଲେ। ଏହା ପରେ ରଞ୍ଜିତ, ତୁରନ୍ତ ସାପ ଧରାଳି ପ୍ରଫୁଲ୍ଲ ସ୍ୱାଇଁଙ୍କୁ ଖବର ଦେଇଥିଲେ। ଆଜି ସକାଳୁ ସାପ ଧରାଳି ପ୍ରଫୁଲ୍ଲ ଗାଁକୁ ଯାଇ ୨୦ଟି ନାଗ ସାପ ଛୁଆ ଧରିଥିଲେ। ଅଧିକ ସାପ ଥିବା ଆଶଙ୍କା କରି ରଞ୍ଜିତଙ୍କ ଘରର କାନ୍ଥ ଖୋଳା ଚାଲିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି।
ପୂର୍ବରୁ ଭଦ୍ରକ ଜିଲ୍ଲା ଧାମନଗରରୁ ୧୩୦ରୁ ଅଧିକ ନାଗସାପ ଛୁଆ ଉଦ୍ଧାର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।