ପୁରୀ(ଓଡ଼ିଶା ରିପୋର୍ଟର): ଦିନକ ପରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ପରମ୍ପରା ଅନୁଯାୟୀ ଆଜିଠାରୁ ଶ୍ରୀଜିଉଙ୍କ ସ୍ନାନବେଦୀକୁ ପହଣ୍ଡି ପାଇଁ ପ୍ରସ୍ତୁତି ଆରମ୍ଭ ହେବ। ଆଜି ସନ୍ଧ୍ୟାଧୂପ ପରେ ଶ୍ରୀଜିଉଙ୍କ ବାହୁଟ କଣ୍ଟ କରାଯିବ। ତା’ପରେ ମହାପ୍ରଭୁଙ୍କ ବଡ଼ସିଂହାର ବେଶ ହେବ। ଠିଆ ପହୁଡ଼ରେ ଶ୍ରୀମୁଖ ଖଣ୍ଡୁଆ ପଡ଼ିବା ପରେ କୋଠମୁଆଁସିଆ ସେବକମାନେ ରତ୍ନସିଂହାସନରୁ ଚାରମାଳ ବାନ୍ଧିବେ।
ଏହାପରେ ଆସନ୍ତାକାଲି ମହାପ୍ରଭୁଙ୍କ ସେନାପଟା ଲାଗି କରାଯିବ। ଦିନ ବେଳା ଏହି ସେନାପଟା ଲାଗି କରାଯିବ। ତେଣୁ ଏହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ୨୮ ତାରିଖରେ ସ୍ନାନମଣ୍ଡପକୁ ଯିବେ ତିନିଠାକୁର।
ଗତକାଲି ତ୍ରୟୋଦଶୀ ତିଥିରେ ବିଧି ଅନୁସାରେ ଦଇତାପତି ସେବାୟତମାନେ ଶ୍ରୀମନ୍ଦିର ପ୍ରବେଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।