Advertisment

ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଏବଂ କୋରାପୁଟ। ଏହି ୭ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। […]

ଅଦ୍ୟତନ ହୋଇଛି
୧୧ରୁ ପ୍ରବଳ ବର୍ଷିବ

heavy-rain

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisment

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଏବଂ କୋରାପୁଟ। ଏହି ୭ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି- ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେବଗଡ଼ ଓ କଳାହାଣ୍ଡି।

Advertisment
Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe