ତିନି ଦିନ ଯାଏ କୋହଲା ପାଗ, କିଛି ସ୍ଥାନରେ ହୋଇପାରେ ସ୍ୱଳ୍ପ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ଆସନ୍ତା ତିନି ଦିନ ଯାଏ ରାଜ୍ୟରେ କୋହଲା ପାଗ ରହିବ। ଉପକୂଳ ଓଡ଼ିଶା ସହିତ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ବୌଦ୍ଧ, ବରଗଡ଼ ଓ ସୋନପୁର ଜିଲ୍ଲାରେ ପାଗ କୋହଲା ରହିବା ସହିତ ସ୍ୱଳ୍ପ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍ ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି,“ଉତ୍ତର-ପଶ୍ଚିମ ବଙ୍ଗୋପସାଗରର […]

rain1

rain1

Jitendra Garnayak
  • Published: Friday, 07 June 2019
  • Updated: 07 June 2019, 11:39 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ଆସନ୍ତା ତିନି ଦିନ ଯାଏ ରାଜ୍ୟରେ କୋହଲା ପାଗ ରହିବ। ଉପକୂଳ ଓଡ଼ିଶା ସହିତ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ବୌଦ୍ଧ, ବରଗଡ଼ ଓ ସୋନପୁର ଜିଲ୍ଲାରେ ପାଗ କୋହଲା ରହିବା ସହିତ ସ୍ୱଳ୍ପ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍ ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି,“ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଗାଙ୍ଗୀୟ ପଶ୍ଚିମବଙ୍ଗ ଏବଂ ବାଲାଂଦେଶର ଆଖପାଖ ଅଞ୍ଚଳରେ ୧.୫ ରୁ ୩.୬ କିଲୋମିଟର ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ହୁଏତ ଲୋ ପ୍ରେସର ହୋଇଯାଇପାରେ। ତେବେ ଏହାର ପ୍ରଭାବରେ ପୁରୀ ଉପକୂଳରୁ ନେଇ ବାଲେଶ୍ୱର ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ ରହିଛି। ସେହି ଅଞ୍ଚଳର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ହେଲେ ଅଧିକ ବର୍ଷା ହେବାର ସୂଚନା ନାହିଁ।”

ସେ ଆହୁରି କହିଛନ୍ତି,“ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଆଶିଂକ ମାତ୍ରାରେ ରହିବ। ସମ୍ୱଲପୁର, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲ୍ଲାରେ ତାତି ଟିକେ ଅଧିକ ରହିବ। ହେଲେ ଏହାକୁ ଆମେ ହିଟ୍‌ ୱେଭ୍‌ କହି ପାରିବା ନାହିଁ। କାରଣ ସେଠାରେ ତାପମାତ୍ରା ୩୯ରୁ ୪୦ ଡିଗ୍ରୀ ଭିତରେ ରହିବ। ଆସନ୍ତା ଦୁଇ ତିନି ଦିନ ପର୍ଯ୍ୟନ୍ତ ଆମେ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି କରିଛୁ। ୮ରୁ ୯ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, ମାଲକାନଗିରି, କେନ୍ଦ୍ରାପଡ଼ା, କଟକ ଓ ବାଲେଶ୍ୱର ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story