୩ ମାସରେ ଟଙ୍କା ଡବଲ ହେବ କହି ୫ କି ୧୦ ଲକ୍ଷ ନୁହେଁ ପ୍ରାୟ ୨.୫କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଠକି ନେଲେ ଯୁବକ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅଞ୍ଚଳରେ ବିଭିନ୍ନ ଲୋକଙ୍କଠାରୁ ବଡ଼ ଧରଣର ଠକେଇ ହୋଇଥିବାର ଅଭିଯୋଗ ହୋଇଛି। ଠକେଇ କରିଥିବା ଯୁବକ ହେଉଛନ୍ତି ଆଳି ଥାନା ଅନ୍ତର୍ଗତ ବାଲିସାହି ଗାଁର ଶଶିକାନ୍ତ ଗୋଛାୟତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ରବି ଦାଶ - ଏକ ବିରଳ ବ୍ୟକ୍ତିତ୍ୱ
କେବଳ ତୁଳସୀ କ’ଣ ଦୁଇ ପତ୍ରରୁ ବାସିଥାଏ, ପୋଦିନା କି ଅନ୍ୟ କିଛି ନୁହେଁ? କୌଣସି ମହାପୁରୁଷଙ୍କ ଜୀବନୀ ପଢ଼ିଲା ବେଳେ ଆମେ ଏହି ଯୁକ୍ତିଟି ଅଧିକାଂଶ ସମୟରେ ପାଇଥାଉ ଯେ ସେ ମହାପୁରୁଷ ହେବେ ବୋଲି ପିଲାବେଳୁ ଜଣାଥିଲା।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।
Events & Festivals
ପୋଢୁଆଁ ହେବେ ବଡ଼ ଠାକୁର; ମାମୁ ଘରୁ ଗଲା ଭାର
ମହାପ୍ରଭୁଙ୍କ ଖଣ୍ଡୁଆ ପାଟଠାରୁ ଆରମ୍ଭ କରି ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ,ଫଳ ଭାରରେ ରହିଛି।