ଚଳିତବର୍ଷ ରେକର୍ଡ ଭାଙ୍ଗିଲା ତାତି; କାଲି ପରି ଆଜି ସୋନପୁର ଉତ୍ତପ୍ତ ସହର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସମ୍ଭାଳ ତାତି ଅନୁଭୂତ ହୋଇଛି। ଆକାଶରୁ ନିଆଁ ବର୍ଷୁଛି। ଚଳିତବର୍ଷ ଦିନର ସର୍ବୋଚ୍ଚ ତାପମାତ୍ରା ଆଜି ରେକର୍ଡ ସ୍ଥରରେ ପହଞ୍ଚିଛି। ରାଜ୍ୟର ୬ ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ୧୯ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୪.୫ ଡିଗ୍ରୀ ସହ ସୋନପୁର ରାଜ୍ୟ ଉତ୍ତପ୍ତ ସହର ପାଲଟିଛି। ଚଳିତ ବର୍ଷର ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୫ ଡ଼ିଗ୍ରୀ ସହ #ସୋନପୁର ଆଜି […]

Hottest

Hottest

Manoranjan Sial
  • Published: Wednesday, 20 April 2022
  • Updated: 20 April 2022, 09:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସମ୍ଭାଳ ତାତି ଅନୁଭୂତ ହୋଇଛି। ଆକାଶରୁ ନିଆଁ ବର୍ଷୁଛି। ଚଳିତବର୍ଷ ଦିନର ସର୍ବୋଚ୍ଚ ତାପମାତ୍ରା ଆଜି ରେକର୍ଡ ସ୍ଥରରେ ପହଞ୍ଚିଛି। ରାଜ୍ୟର ୬ ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ୧୯ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୪.୫ ଡିଗ୍ରୀ ସହ ସୋନପୁର ରାଜ୍ୟ ଉତ୍ତପ୍ତ ସହର ପାଲଟିଛି।

https://twitter.com/mcbbsr/status/1516761020009971712?s=20&t=Ae37KfvaJyhwW4wb1gVgzw

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ୩୯.୧ ଡିଗ୍ରୀ, ଚାନ୍ଦବାଲିରେ ୩୮.୦ ଡିଗ୍ରୀ, କଟକରେ ୩୭.୦ ଡିଗ୍ରୀ, ପାରାଦୀପରେ ୩୩.୧ ଡିଗ୍ରୀ, ଭୁବନେଶ୍ୱରରେ ୩୭.୧ ଡିଗ୍ରୀ, ଗୋପାଳପୁରରେ ୩୦.୧ ଡିଗ୍ରୀ, ପୁରୀରେ ୩୨.୦ ଡିଗ୍ରୀ, ଅନୁଗୋଳରେ ୪୨.୧ ଡିଗ୍ରୀ, ବାରିପଦାରେ ୪୦.୪ ଡିଗ୍ରୀ, ଝାରସୁଗୁଡ଼ାରେ ତାପମାତ୍ରା ୪୩.୦ ଡିଗ୍ରୀ ରେକର୍ଡ କରାଯାଇଛି।

ସେହିପରି କେନ୍ଦୁଝରରେ ୪୦.୬ ଡିଗ୍ରୀ, ସମ୍ୱଲପୁରରେ ୪୨.୪ ଡିଗ୍ରୀ, ସୁନ୍ଦରଗଡ଼ରେ ୪୩.୦ ଡିଗ୍ରୀ, ହୀରାକୁଦରେ ୪୧.୦ ଡିଗ୍ରୀ, ଭବାନୀପାଟଣାରେ ୪୧.୫ ଡିଗ୍ରୀ, ବଲାଙ୍ଗିରରେ ୪୪.୦ ଡିଗ୍ରୀ, ଫୁଲବାଣୀରେ ୩୯.୨ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୦ ଡିଗ୍ରୀ, ତାଳଚେରରେ ୪୧.୪ ଡିଗ୍ରୀ, ଛତ୍ରପୁରରେ ୩୨.୦ ଡିଗ୍ରୀ, ଭଦ୍ରକରେ ୪୦.୫ ଡିଗ୍ରୀ, ଯାଜପୁରରେ ୩୯.୦ ଡିଗ୍ରୀ, ଢେଙ୍କାନାଳରେ ୩୯.୦ ଡିଗ୍ରୀ, ଦେବଗଡ଼ରେ ୩୯.୫ ଡିଗ୍ରୀ, ବରଗଡ଼ରେ ୪୦.୬ ଡିଗ୍ରୀ, ନୂଆପଡ଼ାରେ ୪୧.୫ ଡିଗ୍ରୀ, ନବରଙ୍ଗପୁରରେ ୩୮.୦ ଡିଗ୍ରୀ, ଖୋର୍ଦ୍ଧାରେ ୩୮.୦ ଡିଗ୍ରୀ, ଜଗତସିଂହପୁରରେ ୩୫.୦ ଡିଗ୍ରୀ, କେନ୍ଦ୍ରାପଡ଼ାରେ ୩୮.୪ ଡିଗ୍ରୀ, ସୋନପୁରରେ ୪୪.୫ ଡିଗ୍ରୀ, ବୌଦ୍ଧରେ ୪୩.୦ ଡିଗ୍ରୀ, ନୟାଗଡ଼ରେ ୪୦.୦ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୩୬.୦ ଡିଗ୍ରୀ, ପାରଳାଖେମୁଣ୍ଡିରେ ୪୦.୮ ଡିଗ୍ରୀ ଓ ମାଲକାନଗିରିର ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ କରାଯାଇଛି।

https://twitter.com/mcbbsr/status/1516770821569904640?s=20&t=Ae37KfvaJyhwW4wb1gVgzw

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story