ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି। ପ୍ରଥମେ ସେ ଟାଙ୍ଗରସାହିଠାରେ ୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ବିଇଓ କାର୍ଯ୍ୟାଳୟ ଉଦଘାଟିତ କରିଥିଲେ। ପରେ କମଳପୁରରେ ହୋଇଥିବା ଅଙ୍ଗନବାଡି କେନ୍ଦ୍ର ଓ ପରେ ବୀରମହାରାଜପୁରରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ନବ ନିର୍ମିତ ଗୃହକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଉପଜିଲ୍ଲାପାଳ ଗୋପିନାଥ ସାରକା, ବିଡିଓ ବସନ୍ତ କୁମାର ମାଝି, ତହସିଲଦାର ରବୀନ୍ଦ୍ର ନାଥ ମଲ୍ଲ ଓ ବ୍ଳକ୍ ଅଧ୍ୟକ୍ଷ ରଞ୍ଜିତ ରଥ ପ୍ରମୁଖ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।