ଗ୍ରାମାଞ୍ଚଳରେ ବ୍ୟାପୁଛି କରୋନା, ସତର୍କ ହେଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗ୍ରାମାଞ୍ଚଳରେ ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗାଇଡ୍‌ଲାଇନ୍‌ ଜାରି କରିଛି। ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହର ଉପକଣ୍ଠ ପାଇଁ ନୂଆ SOP ଜାରି ହୋଇଛି। ସର୍ଭେଲାନ୍ସ, ସ୍କ୍ରିନିଂ ଓ ଆଇସୋଲେସନ ପ୍ରତି ଫୋକସ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଶାକର୍ମୀଙ୍କ ଦ୍ୱାରା ସର୍ଭେଲାନ୍ସ କରିବାକୁ କୁହାଯାଇଛି। ଇଲି/ସାରି ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ସର୍ଭେଲାନ୍ସରେ ରଖିବାକୁ ଏସ୍‌ଓପିରେ କୁହାଯାଇଛି। ଯଦି କୌଣସି ବ୍ୟକ୍ତିଙ୍କଠାରେ ରୋଗର ଲକ୍ଷଣ ଦେଖାଦିଏ, ତାହାହେଲେ […]

corona-in-odisha

corona-in-odisha

Manoranjan Sial
  • Published: Sunday, 16 May 2021
  • Updated: 16 May 2021, 04:25 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗ୍ରାମାଞ୍ଚଳରେ ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗାଇଡ୍‌ଲାଇନ୍‌ ଜାରି କରିଛି। ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହର ଉପକଣ୍ଠ ପାଇଁ ନୂଆ SOP ଜାରି ହୋଇଛି। ସର୍ଭେଲାନ୍ସ, ସ୍କ୍ରିନିଂ ଓ ଆଇସୋଲେସନ ପ୍ରତି ଫୋକସ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଶାକର୍ମୀଙ୍କ ଦ୍ୱାରା ସର୍ଭେଲାନ୍ସ କରିବାକୁ କୁହାଯାଇଛି। ଇଲି/ସାରି ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ସର୍ଭେଲାନ୍ସରେ ରଖିବାକୁ ଏସ୍‌ଓପିରେ କୁହାଯାଇଛି। ଯଦି କୌଣସି ବ୍ୟକ୍ତିଙ୍କଠାରେ ରୋଗର ଲକ୍ଷଣ ଦେଖାଦିଏ, ତାହାହେଲେ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ଟେଲିକନସଲଟିଂ କରିବକୁ ପରାମର୍ଶ ଦିଆଯାଇଛି।

ଗାଇଡ୍‌ଲାଇନ୍‌ରେ ଆହୁରି ମଧ୍ୟ କୁହାଯାଇଛି, ଜଟିଳ ରୋଗ/ଅକ୍ସିଜେନ କମ୍‌ ଥିଲେ ହସ୍ପିଟାଲ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଇଲି/ସାରି OPD ନିର୍ଦ୍ଦିଷ୍ଟ ସମୟରେ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ANMଙ୍କୁ ରାପିଡ୍‌ ଆଣ୍ଟିଜେନ ଟେଷ୍ଟ ପାଇଁ ପ୍ରଶିକ୍ଷଣ ଦେବାକୁ କୁହାଯାଇଛି। କୋଭିଡ୍ ପରିଚାଳନା ପାଇଁ ସାମନ୍ୟ ଲକ୍ଷଣ ଥିଲେ CCC, ମଧ୍ୟମ ଲକ୍ଷଣ ପାଇଁ CHC ଓ ଗୁରୁତର ରୋଗୀଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଗ୍ରାମାଞ୍ଚଳ ହେଉଛି ଦେଶର ପ୍ରକୃତ ଅର୍ଥନୀତି। ଦେଶ କରୋନା ବିରୋଧରେ ଲଢ଼େଇ କରୁଥିବା ବେଳେ ଅର୍ଥନୀତିକୁ ଶକ୍ତି ଦେଇଥିଲା। ଏବେ ସେହି ଗାଁ ମହାମାରୀ କରୋନା ଦ୍ୱିତୀୟ ଲହରୀରେ ଶିକାର ହୋଇଛି। ଗ୍ରାମାଞ୍ଚଳରେ ପ୍ରତିଦିନ ଶହଶହ ଲୋକ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହାଛଡ଼ା ଅନେକ ଲୋକ ଚିକିତ୍ସା ଅଭାବରୁ ପ୍ରାଣ ହରାଉଥିବା ଅଭିଯୋଗ ହେଉଛି। କରୋନା ଟ୍ରେସିଂ ଓ ଚିକିତ୍ସା ହୋଇନପାରି ଲୋକମାନେ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ଏନେଇ ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସରକାର ତତ୍ପର ହୋଇଛନ୍ତି। କରୋନା ବିରୋଧରେ ଲଢ଼େଇ କରିବା ପାଇଁ ପ୍ରସ୍ତୁତି କରିଛନ୍ତି ସ୍ୱତନ୍ତ୍ର ଏସ୍‌ଓପି।

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ କରୋନାରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଥିବା ବେଳେ ଅନୁଗୋଳ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ସେହିପରି ନୂଆପଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story