ସୋର: ମୁଳିସିଂ ରେଳଧାରଣାରୁ ଦୁଇ ମୃତଦେହ ଉଦ୍ଧାର

ସୋର: ବାଲେଶ୍ୱର ଜିଲ୍ଲା ସୋର ଷ୍ଟେସନ ମୁଳିସିଂ ରେଳଧାରଣାରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ।  ମୃତକଙ୍କ ପରିଚୟ ମିଳିପାରିନାହିଁ। ଗାଁ ଲୋକେ ରେଳ ଧାରଣାରେ  ମୃତଦେହ  ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

sora,,,

Rakesh Mallick
  • Published: Wednesday, 13 July 2016
  • , Updated: 13 July 2016, 10:26 AM IST

Related story