ସୋର: ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କାର୍ତ୍ତିକ ଚନ୍ଦ୍ର ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଗତ ସପ୍ତାହଠୁ ସେ ଅସୁସ୍ଥ ହୋଇ ନୂଆଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଗତକାଲି ରାତି ପ୍ରାୟ ୧୧ଟା ୫୦ ମିନିଟରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। କାର୍ତ୍ତିକ ଚାରି ଥର ବିଧାୟକ ଏବଂ ଥରେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୫ ମସିହାରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଜସ୍ୱ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଥିଲେ। ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗଛରେ ପିଟିହେଲା କାର୍; ଡ୍ରାଇଭର ଗୁରୁତର
ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ।
Accident
ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍, ଲାଗିଗଲା ନିଆଁ
ରାସ୍ତା କଡ଼କୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।