ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ୩ ଆହତ

ସୋର: ବାଲେଶ୍ୱର ଜିଲ୍ଲା କେଦାରପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବନ୍ତଡ଼ା ଶାସନରେ ଅଗ୍ନିକାଣ୍ଡ ଘଟି ୩ ବଖରା ଘର ଜଳି ପାଉଁଶ ହୋଇଯାଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗାଁର ଅଜିତ କୁମାର ହୋତାଙ୍କ ଘରେ ନିଆଁ ଲାଗି ରନ୍ଧନ ଗ୍ୟାସ୍ ଟାଙ୍କି ଫାଟି ଯାଇଥିଲା। ଏଥିରେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଥିବା ସୂଚନା ମିଳିଛି।

housegutted

Rakesh Mallick
  • Published: Thursday, 29 December 2016
  • , Updated: 20 July 2018, 07:10 AM IST

ସୋର: ବାଲେଶ୍ୱର ଜିଲ୍ଲା କେଦାରପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବନ୍ତଡ଼ା ଶାସନରେ ଅଗ୍ନିକାଣ୍ଡ ଘଟି ୩ ବଖରା ଘର ଜଳି ପାଉଁଶ ହୋଇଯାଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗାଁର ଅଜିତ କୁମାର ହୋତାଙ୍କ ଘରେ ନିଆଁ ଲାଗି ରନ୍ଧନ ଗ୍ୟାସ୍ ଟାଙ୍କି ଫାଟି ଯାଇଥିଲା। ଏଥିରେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଥିବା ସୂଚନା ମିଳିଛି।

Related story