ସୋର ଡାକ୍ତରଖାନାର ଡାକ୍ତରଙ୍କୁ ମାଡ଼, ୨ ଅଟକ

ସୋର: ପୁରୀ ଓ ବାଲେଶ୍ୱର ପରେ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଦେବାଶିଷ ନାୟକଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ଼ ମାରିଛନ୍ତି। ଏ ସମ୍ପର୍କରେ ଅଭିଯୋଗ ହେବା ପରେ ସୋର ଥାନା ପୋଲିସ୍‌ ମାମଲା ରୁଜୁ କରି ୨ ଜଣଙ୍କୁ ଅଟକ ରଖିଛି। ଆଜି ରାତିରେ ତଳନଗର ଅଞ୍ଚର ଜଣେ ଯୁବକ ବିଷ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ରୋଗୀଙ୍କ ଅବସ୍ଥା ଉଦ୍‌ବେଗଜନକ ଥିବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ […]

arrest

arrest

Rakesh Mallick
  • Published: Friday, 19 August 2016
  • Updated: 19 August 2016, 11:23 PM IST

Sports

Latest News

ସୋର: ପୁରୀ ଓ ବାଲେଶ୍ୱର ପରେ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଦେବାଶିଷ ନାୟକଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ଼ ମାରିଛନ୍ତି। ଏ ସମ୍ପର୍କରେ ଅଭିଯୋଗ ହେବା ପରେ ସୋର ଥାନା ପୋଲିସ୍‌ ମାମଲା ରୁଜୁ କରି ୨ ଜଣଙ୍କୁ ଅଟକ ରଖିଛି।

ଆଜି ରାତିରେ ତଳନଗର ଅଞ୍ଚର ଜଣେ ଯୁବକ ବିଷ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ରୋଗୀଙ୍କ ଅବସ୍ଥା ଉଦ୍‌ବେଗଜନକ ଥିବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବାକୁ ଡାକ୍ତର ନାୟକ ପରାମର୍ଶ ଦେଇଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story