ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ସହ ୧୦ ଲକ୍ଷ ଟଙ୍କା ଜୋରିମାନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ସହ ୧୦ ଲକ୍ଷ ଟଙ୍କା ଜୋରିମାନା। ୧୯୯୯ ଝାଡ଼ଖଣ୍ଡ କୋଲ୍‌ ବ୍ଲକ ଆବଣ୍ଟନ ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ। ସେହି ମାମଲାରେ ଦୋଷୀ ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ ଜେଲ ହୋଇଛି। ଏଥିସହ ୧୦ ଲକ୍ଷ ଲେଖାଏଁ ଜରିମାନା କରିଛନ୍ତି କୋର୍ଟ। ସେହିପରି ମାମଲାରେ CTLକୁ ୬୦ ଲକ୍ଷ ଓ CMLକୁ […]

dillip

dillip

Manoranjan Sial
  • Published: Monday, 26 October 2020
  • Updated: 26 October 2020, 12:07 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ସହ ୧୦ ଲକ୍ଷ ଟଙ୍କା ଜୋରିମାନା। ୧୯୯୯ ଝାଡ଼ଖଣ୍ଡ କୋଲ୍‌ ବ୍ଲକ ଆବଣ୍ଟନ ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ। ସେହି ମାମଲାରେ ଦୋଷୀ ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ ଜେଲ ହୋଇଛି। ଏଥିସହ ୧୦ ଲକ୍ଷ ଲେଖାଏଁ ଜରିମାନା କରିଛନ୍ତି କୋର୍ଟ। ସେହିପରି ମାମଲାରେ CTLକୁ ୬୦ ଲକ୍ଷ ଓ CMLକୁ ୧୦ ଲକ୍ଷ ଟଙ୍କା ଜରିମାନା କରାଯାଇଛି।

ତତ୍କାଳୀନ ଏନଡିଏ ସରକାରରେ ଦିଲୀପ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସେତେବେଳେ ଏନଡିଏର ଅଂଶୀଦାର ଥିଲା। ଦିଲୀପ ବିଜେଡିରୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପ୍ରତିନିଧିତ୍ୱ କରୁଥିଲେ।

୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ମାମଲାରେ ଦିଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ। ସେତେବେଳେ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ସେମାନେ ହେଲେ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ।

ସେହିପରି କାଷ୍ଟନ ଟେକନୋଲଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଓ କାଷ୍ଟନ ମାଇନିଂ ଲିମିଟେଡ ମଧ୍ୟ ଦୋଷୀ ସାବ୍ୟସ୍ତ କରିଥିଲେ କୋର୍ଟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story