ରାୟଗଡାରେ ପହଞ୍ଚିଲା ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍

ରାୟଗଡା(ମନୋଜ ପାତ୍ର): ରାୟଗଡାରେ ପହଞ୍ଚିଲା ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍ । ପ୍ରବାସୀ ଶ୍ରମିକଙ୍କୁ ନେଇ ତାମିଲନାଡୁ ତିରିପୁରରୁ ଆସିଥିବା ଏହି ଟ୍ରେନ୍‌ରେ ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ପ୍ରାୟ ୨ଶହରୁ ଅଧିକ ଶ୍ରମିକ ଅଛନ୍ତି । ରେଳ ଷ୍ଟେସନରେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଶ୍ରମିକମାନଙ୍କ ସୁରକ୍ଷା ସହ ସଂକ୍ରମଣ ରୋକିବା ପାଇଁ ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଷ୍ଟେସନ ଆଖପାଖ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି । ଏହି ସମୟରେ ପିତାମହଲଠାରୁ ଜେକେପୁର […]

rayagada-1--1

Niharika Rout
  • Published: Thursday, 14 May 2020
  • , Updated: 14 May 2020, 02:11 PM IST

ରାୟଗଡା(ମନୋଜ ପାତ୍ର): ରାୟଗଡାରେ ପହଞ୍ଚିଲା ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍ । ପ୍ରବାସୀ ଶ୍ରମିକଙ୍କୁ ନେଇ ତାମିଲନାଡୁ ତିରିପୁରରୁ ଆସିଥିବା ଏହି ଟ୍ରେନ୍‌ରେ ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ପ୍ରାୟ ୨ଶହରୁ ଅଧିକ ଶ୍ରମିକ ଅଛନ୍ତି ।

ରେଳ ଷ୍ଟେସନରେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଶ୍ରମିକମାନଙ୍କ ସୁରକ୍ଷା ସହ ସଂକ୍ରମଣ ରୋକିବା ପାଇଁ ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଷ୍ଟେସନ ଆଖପାଖ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି ।

ଏହି ସମୟରେ ପିତାମହଲଠାରୁ ଜେକେପୁର ରୋଡ, ରେଳଷ୍ଟେସନ ଅଂଚଳ, ଜେଏସକୋ କଲୋନୀଠାରୁ ନ୍ୟୁ ବସଷ୍ଟାଣ୍ଡ, ଏନଏଚ୍‌ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଲୋକଙ୍କ ଯାତାୟାତକୁ ବାରଣ କରାଯାଇଛି।

Related story