ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖାଲି ପଡ଼ିଥିବା ବି.ଟେକ୍, ବି.ଫାର୍ମ, ଏମ୍ସିଏ ଓ ଏମ୍ବିଏ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଓଜେଇଇ (ଓଡ଼ିଶା ଜଏଣ୍ଟ୍ ଏଣ୍ଟ୍ରାନ୍ସ ଏକଜାମ୍) ପରୀକ୍ଷା ଶେଷ ହୋଇଛି। ଆଜି ରାଜ୍ୟର ୨୦ଟି ସହରରେ ୩୧ଟି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଛନ୍ତି।
ସ୍ପେଶାଲ ଓଜେଇଇ ଲାଗି ମୋଟ ୧୭ ହଜାର ୬୭୯ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ପରୀକ୍ଷା ଦୁଇଟି ସିଟିଂରେ ହୋଇଥିଲା। ପ୍ରଥମ ସିଟିଂ ସକାଳ ସାଢେ ନଅରୁ ଆରମ୍ଭ ହୋଇ ସାଢେ ଦଶଟାରେ ଶେଷ ହୋଇଥିବା ବେଳେ ଦ୍ୱିତୀୟ ସିଟିଂ ଦିନ ୧୨ଟାରୁ ଗୋଟାଏ ପର୍ଯ୍ୟନ୍ତ ଚାଲିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।